ଆଜି ଅଁଳା ନବମୀ: ପୂଜାବିଧି ସହ ଜାଣନ୍ତୁ ଏହାର ଉତ୍ପତ୍ତି କାହାଣୀ
ଭୁବନେଶ୍ୱର: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବେ ପାଳନ କରାଯାଏ । ଏହି ଦିନ ଅଁଳା ଗଛର ପୂଜା କରାଯାଏ ।
ଅଁଳା ଗଛ ତଳେ ପୂଜା କରିବା ଏବଂ ଭୋଜନ କରିବା ଦ୍ୱାରା ରୋଗ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି । ମହିଳାମାନେ ସନ୍ତାନ ପ୍ରାପ୍ତି…