ସାବଧାନ ! ରାତିରେ ନଖାଇ ଶୋଉଥିଲେ ହୋଇପାରେ ଏହିସବୁ ରୋଗ
କୌଣସି କାରଣ ବଶତଃ ଆପଣ ଯଦି ରାତିରେ ନଖାଇ ଶୋଉଛନ୍ତି , ଆଉ ଏହା ଆପଣଙ୍କ ପାଇଁ ନୀତିଦିନିଆ କଥା ହୋଇଗଲାଣି, ତେବେ ବେଳ ଥାଉ ଥାଉ ସାବଧାନ ହୋଇ ଜାଆନ୍ତୁ । ଜାଣି ରଖନ୍ତୁ ଏହା ଦ୍ୱାରା କଣ ସବୁ ରୋଗ ହୋଇଥାଏ:
୧) ଶୋଇବାରେ ଅସୁବିଧା
ଖାଲି ପେଟରେ ଶୋଇବା ଦ୍ୱାରା ଅଧା ରାତିରେ ଆପଣଙ୍କ…