Latest Odisha News

BREAKING NEWS

Yearly Archives

2019

ପୁନଃ ଅବସ୍ଥାପିତ ହେଲେ ନିଲମ୍ବିତ ସୁନ୍ଦରଗଡ ସିଡିଏମଓ

ଭୁବନେଶ୍ୱର: ସୁନ୍ଦରଗଡର ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ଡ. ପଙ୍କଜ ପଟେଲ ଗତ ଅକ୍ଟୋବର ୧୩ ତାରିଖରେ ନିଲମ୍ବିତ ହୋଇଥିବା ବେଳେ ଶୁକ୍ରବାର ଦିନ ତାଙ୍କୁ କାର୍ଯ୍ୟରେ ପୁନଃ ଅବସ୍ଥାପିତ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଜାରି ଅଧିସୂଚନା…

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ୨ମୃତ ଓ ୩ ଗୁରୁତର

କେନ୍ଦ୍ରାପଡା/ବାଲେଶ୍ୱର: କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଗତକାଲି ବିଳମ୍ବିତ ରାତିରେ କାନ୍ଥ ଭୁଶୁଡି ଯିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ୍ ଅନ୍ତର୍ଗତ ଗଣେଶ୍ୱପୁର…

ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା

କନ୍ଧମାଳ: ମାଓ ଅଧ୍ୟୁଷିତ କନ୍ଧମାଳରେ ୨୪ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ମାଓବାଦୀଙ୍କ ପକ୍ଷରୁ । ମିଳିଥିବା ସୂଚନାନୁଯାୟୀ ପୋଲିସର ଦମନ ଲୀଳା ଓ ଗ୍ରୀନହଣ୍ଟ ଅପରେସନକୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି । ଏପରିକି ବିଭିନ୍ନ ସ୍ଥାନରେ ଗଛ ପକାଇ ରାସ୍ତା ଅବରୋଧ…

କାହିଁକି ପାଳିତ ହୁଏ ଧନତେରସ, ଜାଣନ୍ତୁ କିଛି ପୌରାଣିକ କଥା !

ଭୁବନେଶ୍ୱର : କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଧନତେରସ ପାଳନ କରାଯାଏ । ଏହି ଦିନ ମୃତ୍ୟୁ ଦେବତା ଯମରାଜ ଓ ଭଗବାନ ଧନ୍ୱନ୍ତରୀଙ୍କ ପୂଜା କରାଯାଏ । ଶାସ୍ତ୍ରମତେ ଏହି ଦିନ ଭଗବାନ ଧନ୍ୱନ୍ତରୀଙ୍କ ଜନ୍ମ ହୋଇଥିଲା ଏବଂ ଯମରାଜାଙ୍କ ଦୃଷ୍ଟିରୁ ନିଜ ଆତ୍ମିୟସ୍ୱଜନଙ୍କୁ ରକ୍ଷା ପାଇଁ ମଧ୍ୟ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୫-୧୦-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା ୨୫ ଶୁକ୍ରବାର ତୁଳା ୮ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ । ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର…

ଆଗାମୀ ୧୨ ଘଣ୍ଟା ପ୍ରବଳ ବର୍ଷିବ: ଶୁକ୍ରବାର ଏହି ୧୦ଟି ଜିଲ୍ଲାର ସମସ୍ତ ସ୍କୁଲ ରହିବ ବନ୍ଦ

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟା ଧରି ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏନେଇ ସତର୍କ ସୂଚନା ପ୍ରଦାନ କରିଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କୁ ଆଗୁଆ ପଦକ୍ଷେପ ନେବା ସହିତ ସତର୍କତା…

ଟାଇମ୍‍ପାସ୍‍ ‘ଉତ୍‍ସାହିତ୍ୟ’: ଦେବଦାସ ଛୋଟରାୟଙ୍କ ସହ ଗୋଟିଏ ଦିନ

ଆଶିଷ ଗଡ଼ନାୟକ ଓ ସ୍ୱାଗତିକା ସ୍ୱାଇଁଙ୍କୁ ଟାଇମପାସ୍‍ ବୁକର ପୁରସ୍କାର ୬ ଜଣଙ୍କୁ ବେଷ୍ଟସେଲର୍‍ । ଜଣଙ୍କୁ ବହିବନ୍ଧୁ । ୧୦ ଜଣଙ୍କୁ ପ୍ରଥମା । ୨୪ ଜଣଙ୍କୁ ଉଦୟରାଗ ଭୁବନେଶ୍ୱର: ‘ଟାଇମପାସ୍‍’ ପ୍ରକାଶନ ଦ୍ୱାରା ଆୟୋଜିତ ଏକଦିବସୀୟ ସାହିତ୍ୟସଙ୍ଗତ ‘ଉତ୍‍ସାହିତ୍ୟ’ ସ୍ଥାନୀୟ ଉତ୍କଳ…

ଏଥର ଘରେ ବସି ନେଇ ପାରିବେ ମଲ୍ ର ସୁବିଧା !

ନୂଆଦିଲ୍ଲୀ: ସପିଂ କରିବାକୁ ଆଉ ଯିବାକୁ ପଡ଼ିବ ନାହିଁ ସପିଂ ମଲ୍ । ଘରେ ବସି କରି ପାରିବେ ସପିଂ । ଆପଣ ମାନେ ଭାବୁଥିବେ ଆମେ ଆପଣଙ୍କୁ ଅନଲାଇନ ସପିଂ କଥା କହୁଛୁ । ସମ୍ପୂର୍ଣ୍ଣ ସୂଚନା ପାଇଁ ଆଗକୁ ପଢନ୍ତୁ ... ଘରେ ବସି ମଲ୍ ର ସୁବିଧା ନେଇ ପାରିବେ ଗ୍ରାହକ । ୨୦୨୦ରେ ଦେଶକୁ ମିଳିବାକୁ…

ନଭେମ୍ବର ୧୩ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୩ ତାରିଖରୁ ଆରମ୍ଭ ହେବ । ବିଧାନସଭାର ଏହି ଅଧିବେଶନ ୩୦ଟି କାର୍ଯ୍ୟକାଳ ଦିବସରେ ଡ଼ିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ୧ମ ଦିବସରେ ରାଜ୍ୟ ସରକାର ୨୦୧୯-୨୦ ଆର୍ଥୀକ ବର୍ଷ ଲାଗି ବ୍ୟୟ ଅଟକଳ…