ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ଗଞ୍ଜାମ,…