Latest Odisha News

BREAKING NEWS

Yearly Archives

2019

ଦୀପାବଳି ପରେ ହେବ ଓପିସିସିର ପୁନର୍ଗଠନ: ନିରଞ୍ଜନ

ଭୁବନେଶ୍ୱର: ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ପୁନର୍ଗଠନ ପ୍ରକ୍ରିୟା ଦୀପାବଳି ପରେ ଆରମ୍ଭ କରାଯିବ ବୋଲି ସୋମବାର ଦିନ ନିରଞ୍ଜନ ପଟ୍ଟନାୟକ କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ପାର୍ଟି ଅଧ୍ୟକ୍ଷ ନିରଞ୍ଜନ କହିଛନ୍ତି, ଆସନ୍ତା ୨୪ରେ ଦଳର ପର୍ଯ୍ୟବେକ୍ଷକମାନଙ୍କୁ ନେଇ…

ବିଜେପୁରରେ ଦିନ ୩ଟା ସୁଦ୍ଧା ୫୬.୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଜାରି ରହିଥିବା ବେଳେ ଦିନ ୩ଟା ସୁଦ୍ଧା ୫୬.୫% ମତଦାନ ହୋଇଥିବା ନିର୍ବାଚନ କମିଶନ ସୂଚନା ପ୍ରଦାନ କରିଛନ୍ତି । ପ୍ରାୟ ୨ ବର୍ଷ ମଧ୍ୟରେ ବିଜେପୁରରେ ୩ ଥର ନିର୍ବାଚନ ଅନୁଷ୍ଠିତ…

ମାଓବାଦୀ ଭୟରେ ଭିଟାମାଟି ଛାଡିଲେ ମାଲକାନଗିରିର ଗୋଟିଏ ପରିବାର

ମାଲକାନଗିରି: ମାଓବାଦୀ ଭୟରେ ନିଜର ପୈତୃକ ଗ୍ରାମ ଛାଡିଛନ୍ତି ମାଲକାନଗିରିର ଗୋଟିଏ ଆଦିବାସୀ ପରିବାର । ଡାବୁଗୁଡା ଗ୍ରାମରେ ବାସ କରୁଥିବା ଏହି ପରିବାରର ୧୩ ଜଣ ସଦସ୍ୟ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଗାଁ ଛାଡିଛନ୍ତି । ଏନେଇ ମୁଦୁଲିପଡା ଥାନାରେ ଏତଲା ଦେବା ପରେ ସେମାନେ…

କଟକରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ସହିଦ ସ୍ମୃତି ଦିବସ ପାଳିତ

କଟକ: ରାଜ୍ୟସ୍ତରୀୟ ୬୦ତମ ପୋଲିସ ସହିତ ସ୍ମୃତି ଦିବସ ସୋମବାର ଦିନ କଟକଠାରେ ଅନୁଷ୍ଠିତ ହୋଇଯାଇଛି । ପୋଲିସ ମୁଖ୍ୟାଳୟଠାରେ ଏକ ନିରାଡ଼ମ୍ବର ଉତ୍ସବରେ ରାଜ୍ୟ ମୁଖ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଆରକ୍ଷୀ ବିଭାଗରେ ସହିଦ ହୋଇଥିବା…

ମତଦାନ ସାବ୍ୟସ୍ତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ ଓ କଂଗ୍ରେସର ଦିଲୀପ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଜାରି ରହିଥିବା ବେଳେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ ଓ କଂଗ୍ରେସର ଦିଲୀପ ପଣ୍ଡା । ପ୍ରାୟ ୨ ବର୍ଷ ମଧ୍ୟରେ ବିଜେପୁରରେ ୩ ଥର ନିର୍ବାଚନ…

ଅକ୍ଟୋବର ୩୧ରୁ ବନ୍ଦ ହୋଇଯିବ ‘ଏୟାରସେଲ’ ସେବା !

ନୂଆଦିଲ୍ଲୀ: ଏୟାରସେଲ ଉପଭୋକ୍ତାଙ୍କ ପାଇଁ ଖରାପ ଖବର । ଆଗାମୀ ଅକ୍ଟୋବର ୩୧ରୁ ଆପଣଙ୍କ ଏୟାରସେଲ ନମ୍ବରରେ ସେବା ବନ୍ଦ ହୋଇଯିବ। ଯାହାଦ୍ବାରା ଆପଣଙ୍କ ନମ୍ବରକୁ ଆଉ କଲ ଆସିବ ନାହିଁ କି ଯିବ ନାହିଁ । ଏୟାରସେଲ ସିମ୍ ବନ୍ଦ ହୋଇଯିବା ନେଇ ଟ୍ରାଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଯଦି ଆପଣ…

ଆଜି କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର; ରାଧା-ଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜଗନ୍ନାଥ

ପୁରୀ: ହିନ୍ଦୁ ଧର୍ମରେ ବର୍ଷକ ବାରମାସ ମଧ୍ୟରୁ ସବୁଠାରୁ ପୁଣ୍ୟ ମାସ ହେଉଛି କାର୍ତ୍ତିକ । ପବିତ୍ର କାର୍ତ୍ତିକର କୋଳାହଳରେ ଉଠୁଛି ପଡୁଛି ଜଗନ୍ନାଥ ଧାମ। କାର୍ତ୍ତିକ ମାସର ଆଜି ହେଉଛି ଦ୍ଵିତୀୟ ସୋମବାର । ଏହି ମାସରେ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେଇଥାନ୍ତି । ମହାପ୍ରଭୁଙ୍କ…

ବିଜେପୁର ଉପ-ନିର୍ବାଚନ: ହ୍ୱିଲ୍-ଚେୟାରରେ ଆସି ମତଦାନ କଲେ ଶତାୟୁ !

ବରଗଡ଼: ଓଡ଼ିଶାର ବିଜେପୁର ବିଧାନସଭା ଆସନ ଲାଗି ସୋମବାର ଦିନ ଶାନ୍ତି ଶୃଙ୍ଖଳାର ସହିତ ଭୋଟଗ୍ରହଣ ଚାଲିଛି । ସମଗ୍ର ନିର୍ବାଚନ ମଣ୍ଡଳୀରେ କଡ଼ା ପୋଲିସ ସୁରକ୍ଷା ସହିତ ଭୋଟର୍ ମାନେ ସକାଳୁ ସକାଳୁ ମତଦାନ ସାବ୍ୟସ୍ତ କରିବାରେ ଲାଗିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନାନୁଯାୟୀ ସକାଳ ୯ଟା ସୁଦ୍ଧା…

ଯାଜପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ଶ୍ରୀବନ୍ତପୁର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୋମବାର ଦିନ ଜଣେ ୨୪ ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ଶ୍ରୀବନ୍ତପୁର ଅଞ୍ଚଳର ଅଚ୍ୟୁତାନନ୍ଦ…

ମହିଳା ପିଇଓଙ୍କ ମୃତ୍ୟୁ ଘଟଣାରେ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡାକରା

ଯାଜପୁର: ଯାଜପୁର ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ଦାବି କରି ବିଜେପି ପକ୍ଷରୁ ସୋମବାର ଦିନ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡ଼ାକରା ଦିଆଯାଇଛି । ଏହି ବନ୍ଦ ଡ଼ାକରା ଯୋଗୁଁ ସହରର ସମସ୍ତ ଦୋକାନ ବଜାର ଏବଂ…