ବରୁଣ ପାଣି, ଓଡିଶାରେ ନଥିବା ଓଡିଶାର କବି ଓ ଛବି
ବରୁଣ ପାଣି, ଓଡିଶାରେ ନଥିବା ଓଡିଶାର କବି ଓ ଛବି
କେଦାର ମିଶ୍ର
ହଠାତ ଆମେରିକାରେ ରହି ଓଡିଆ ସାହିତ୍ୟ ବିଷୟରେ ଅହରହ କାମ କରୁଥିବା ସତ୍ୟ ପଟ୍ଟନାୟକ କହିଲେ- ବରୁଣ ପାଣି ଚାଲିଗଲେ। ଓଡିଆ ସାହିତ୍ୟ ପାଇଁ ବରୁଣ ପାଣି ଖୁବ ଚର୍ଚ୍ଚିତ ଏକ ନାଁ ନୁହନ୍ତି। ଫେସବୁକ ରେ ସେ କିନ୍ତୁ ବେଶ ସକ୍ରିୟ।…