Latest Odisha News
Yearly Archives

2019

ନୂଆବର୍ଷ ପାଇଁ ସଜବାଜ ହୋଇ ଝଟକୁଛି ଶ୍ରୀମନ୍ଦିର

ପୁରୀ: ରାତି ପାହିଲେ ନୂଆବର୍ଷ । ସବୁଆଡେ ଉତ୍ସବର ମାହୋଲ । ସାଜସଜ୍ଜା ସାଙ୍ଗଙ୍କୁ ଆଲୋକମାଳାରେ ଝଲସୁଛି ଗାଁ ଠୁ ସହର। ନୂଆବର୍ଷ ପାଇଁ ଆସନ୍ତାକାଲି ପୁରୀ ସହରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଏଥିପାଇଁ ସଜେଇ ହେଲାଣି ପୁରୀ ମନ୍ଦିର । ନାନା ରକମର ଫୁଲ ସାଙ୍ଗକୁ ଚଟାଣ ଉପରେ…

ଶୀତ ପ୍ରକୋପରେ ଥରୁଛି ସାରା ଓଡିଶା; ୧୦ ଡିଗ୍ରି ତଳେ ଭୁବନେଶ୍ୱରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମଙ୍ଗଳବାର ଦିନ ଭୁବନେଶ୍ୱରରେ ପାରଦ ୧୦ଡିଗ୍ରି ତଳକୁ ଖସିଥିବା ବେଳେ ଅନୁଗୁଳରେ ୫ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁଯାୟୀ ରାଜ୍ୟର ଫୁଲବାଣୀରେ ଆଜି ସର୍ବନିମ୍ନ…

ଦେଶର ୨୮ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ

ନୂଆଦିଲ୍ଲୀ: ଦେଶର ୨୮ ତମ ଆର୍ମି ମୁଖ୍ୟ ଭାବେ ଜେନେରାଲ୍ ବିପିନ ରାୱତଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ । General Manoj Mukund Naravane takes over as the 28th Chief of Army Staff, succeeding General Bipin Rawat.…

ରାଜ୍ୟସଭାର ପୂର୍ବତନ ସଦସ୍ୟ ଏଭି ସ୍ୱାମୀଙ୍କ ବିୟୋଗ

ନୂଆପଡା: ରାଜ୍ୟସଭାର ପୂର୍ବତନ ସଦସ୍ୟ ଏ ବିଶ୍ୱନାଥ ସ୍ୱାମୀଙ୍କର ମଙ୍ଗଳବାର ଦିନ ନୂଆପଡା ଜିଲ୍ଲାର ଖରିଆର ରୋଡ୍ ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗ ନେଇ ପୁଅ ସୁରେଶ ଆଚାରୀ ସ୍ପଷ୍ଟ କରିଛନ୍ତି । ଉଲ୍ଲେଖଯୋଗ୍ୟ,…

ମାର୍ଚ୍ଚ ୩୧ ଯାଏଁ ବଢିଲା ଆଧାର ସହ ପାନ କାର୍ଡ ଲିଙ୍କ୍ ଅବଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଧାର କାର୍ଡ ସହ ପାନ ଲିଙ୍କ କରିବା ଅବଧିକୁ ପୁଣିଥରେ ବୃଦ୍ଧି କରାଯାଇଛି । ଏହି ଅବଧି ଆସନ୍ତା ୨୦୨୦ ମସିହା ମାର୍ଚ୍ଚ ୩୧ ତାରିଖ ଯାଏଁ ବଢିବା ଫଳରେ ହିତାଧିକାରୀଙ୍କୁ ସାମାନ୍ୟ ଆଶ୍ୱସ୍ଥୀ ମିଳିଛି । ଏହି ଲିଙ୍କ୍ କରିବାର ଶେଷ ତାରିଖ ପୂର୍ବରୁ…

ନୂଆବର୍ଷର ସଂକଳ୍ପ: ଆଗକୁ ବଢୁ ସାମୂହିକତା…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ନୂଆ ବର୍ଷ କେବଳ ଦୀର୍ଘ ସମୟକୁ ଭାଗ ଭାଗ କରିବାର ଏକ ବତୀ ଖୁଂଟ ନା ତା ଠାରୁ ବି ଅଧିକ କିଛି! ନୂଆ ବର୍ଷ କ’ଣ କେବଳ ପୁରୁଣା କ୍ୟାଲେଣ୍ଡର ଜାଗାରେ ନୂଆ କ୍ୟାଲେଣ୍ଡର! ନୂଆ ବର୍ଷରେ କ’ଣ ସତରେ କିଛି ନୂଆ ଥାଏ, ନାଁ କେବଳ ମାତ୍ର ଖାତା…

ଅନୁଗୁଳର ଉଷ୍ଣପ୍ରସବଣ: ଦେଉଳିଝର ଆସନ୍ତୁ, ମଜ୍ଜା ନିଅନ୍ତୁ…

ଅନୁଗୁଳ: ଦେଉଳଝରି ଓଡ଼ିଶାର ଅନୁଗୋଳ ଜିଲ୍ଲାର ଆଠମଲ୍ଲିକଠାରେ ଥିବା ଏକ ଉଷ୍ଣପ୍ରସ୍ରବଣ । ଏଠାରୁ ବାହାରୁଥିବା ଉଷ୍ମ ଜଳସ୍ରୋତକୁ ୩୬ଟି କୃତ୍ରିମ କୁଣ୍ଡରେ ରଖି ବ୍ୟବହାର କରାଯାଏ ।ଦେଉଳଝରି ଏକ ପୁରାତନ ଶୈବପୀଠ । ୨୪ ଏକର ୫୫ ଡିସିମିଲି ବିଶିଷ୍ଟ ଏହି ଅଞ୍ଚଳଟି କିଆବଣରେ ପରିପପୂର୍ଣ୍ଣ ଏକ…

ଆରପାରିରେ ନବୀନଙ୍କ ଭିଣୋଇ ସୋନି ମେହେଟ୍ଟା

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଭିଣୋଇ ତଥା ଗୀତା ମେହେଟ୍ଟାଙ୍କର ସ୍ୱାମୀ ସୋନିଙ୍କର ଗତକାଲି ଦେହାନ୍ତ ଘଟିଛି । ସେ ଜଣେ ଅନ୍ତର୍ଜାତୀୟ ପ୍ରକାଶକ ଓ ସମ୍ପାଦକ ଭାବେ ମଧ୍ୟ ବେଶ ପରିଚିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ଏନେଇ…

ଜିରୋ ନାଇଟ ସେଲିବ୍ରେସନ ଅପେକ୍ଷାରେ ରାଜଧାନୀବାସୀ !

ଭୁବନେଶ୍ୱର: ବାସ ଆଉ କିଛି ମୁହୂର୍ତ୍ତର ଅପେକ୍ଷା । ତାପରେ ଆସିବ ନୂଆବର୍ଷ ।ପୁରୁଣା ବର୍ଷକୁ ବିଦାୟ ସହ ନୂଆ ବର୍ଷକୁ ସ୍ବାଗତ କରିବାକୁ ସବୁଠି ଉତ୍ସାହ । ନୂଆବର୍ଷର ପ୍ରଥମ ରାତିକୁ ଜିରୋ ନାଇଟ କୁହାଯାଏ । ୩୧ ତାରିଖ ରାତିରେ ସେଲିବ୍ରେସନ ହୁଏ ଜିରୋ ନାଇଟ । ଆଜି ମଧ୍ୟରାତ୍ରରେ ହେବ ଜିରୋ…

ଭିଜିଲାନ୍ସ ଜାଲରେ ଫସିଲେ କିରାଣୀ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଡିଆରଡିଏ ବିଭାଗର ଜଣେ କିରାଣୀଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ଭିଜିଲାନ୍ସ ଜାଲରେ ଫସିଥିବା ସମ୍ପୃକ୍ତ ଅଧିକାରୀ ଜଣକ ହେଉଛନ୍ତି ହର ପ୍ରସାଦ ଆଚାର୍ଯ୍ୟ…