ମନ କୀ ବାତ୍ କାର୍ଯ୍ୟକ୍ରମ: ପାର୍ବଣ ଋତୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ କୀ ବାତ କାର୍ଯ୍ୟକ୍ରମରେ ରେଡ଼ିଓ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ପାର୍ବଣ ଋତୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିବା ସହିତ ଭାରତ କୀ ଲକ୍ଷ୍ମୀ କାର୍ଯ୍ୟକ୍ରମ ଆରମ୍ଭ…