ଘଡଘଡି ସହ ବର୍ଷା ଆଶଙ୍କା: ୧୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ,…