ଆଜି ବିଶ୍ୱ ପର୍ଯ୍ୟଟନ ଦିବସ: ବୁଲିଯାଆନ୍ତୁ ଓଡିଶାର ଏହି ସବୁ ପର୍ଯ୍ୟଟନସ୍ଥଳୀ
ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୨୭ ତାରିଖକୁ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଭାବେ ପାଳନ କରାଯାଇଆସୁଅଛି ।
ଏହି ଦିବସ ପାଳନର ମୂଳ ଲକ୍ଷ୍ୟ ହେଉଛି ସାରା ବିଶ୍ୱରେ ପର୍ଯ୍ୟଟନ କ୍ଷେତ୍ରରେ ସଚେତନତା ସୃଷ୍ଟି କରିବା । ବିଗତ ୧୯୮୦ ମସିହାରୁ ଏହି ଦିନକୁ…