ପାକିସ୍ତାନରେ ଭୂମିକମ୍ପ: ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି
ଇସଲାମାବାଦ: ପାକିସ୍ତାନ ଅଧିକୃତ କାଶ୍ମୀର, ପଞ୍ଜାବ ଏବଂ ଖାଇବର ଫାଖତୁନଖ୍ୱା ପ୍ରୋଭିନ୍ସରେ ମଙ୍ଗଳବାର ଦିନ ହୋଇଥିବା ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବଢି ୩୦ ରେ ପହଞ୍ଚିଛି । ଏହି ଭୂକମ୍ପରେ ପ୍ରାୟ ୩୦୦ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।
ପାକିସ୍ତାନରେ ଭୟଙ୍କର ଭୂମିକମ୍ପର ପ୍ରଭାବ…