ଆରମ୍ଭ ହେଲା ମା ଭୈରବୀଙ୍କ ‘ଗୁପ୍ତ ପୂଜା’, ଷୋହଳ ଦିନ ପରେ ଭକ୍ତଙ୍କୁ ଦେବେ ଦର୍ଶନ
ବୌଦ୍ଧ: ରାଜ୍ୟର ଅନ୍ୟତମ ଐତିହାସିକ ପୀଠ ବୌଦ୍ଧ ଜିଲାର ପୁରୁଣାକଟକ ଠାରେ ପ୍ରତ୍ୟକ୍ଷ ଦେବୀ ମା’ ଭୈରବୀଙ୍କ ଷୋହଳ ଗୁପ୍ତ ପୂଜା ଆରମ୍ଭ ହୋଇଅଛି । ଏହି ସମୟରେ ମା’ ଙ୍କୁ ଗୁପ୍ତଭାବେ ମଧ୍ୟ ରାତ୍ରୀରେ ପୂଜା ହୋଇଥାଏ ଏବଂ ୧୬ ଦିନ ପରେ ନବମୀ ତିଥିରେ ଯାଇ ଭକ୍ତମାନେ ଦର୍ଶନ କରିଥାଆନ୍ତି ।…