ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ପଶ୍ଚିମବଙ୍ଗର ପଶ୍ଚିମ-ମଧ୍ୟ ପଟେ ସାଇକ୍ଲୋନିକ୍ ସର୍କୁଲେସନ୍ ଏବେ ପଶ୍ଚିମ-ପଶ୍ଚିମ…