ବ୍ୟାଡ଼ମିଣ୍ଟନରେ ସ୍ୱର୍ଣ୍ଣ ଜିତି ଓଡ଼ିଶାକୁ ଗୌରବାନ୍ୱିତ କଲେ ଶ୍ୱେତପର୍ଣ୍ଣା ପଣ୍ଡା
ଭୁବନେଶ୍ୱର: ପୂର୍ବତନ ରେଳବାଇ ଇଣ୍ଡୋର ଷ୍ଟାଡିୟମରେ ଆଜି ଆୟୋଜିତ ହୋଇଥିବା ୟୋନେକ୍ସ-ସନରାଇଜ୍ ୩୩ତମ ଜାତୀୟ ଉପକନିଷ୍ଠ ବ୍ୟାଡମିଣ୍ଟନ ପ୍ରତିଯୋଗିତା ୨୦୧୯ରେ ମୋଟ ୧୦ଟି ସ୍ୱର୍ଣ୍ଣ ପଦକ ମଧ୍ୟରୁ ତାମିଲନାଡୁ, ରାଜସ୍ଥାନ ଓ ହରିଆନାର ଉଦୀୟମାନ ସଟ୍ଲର ୬ଟି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…