Latest Odisha News

BREAKING NEWS

Yearly Archives

2019

ବଲିଉଡରେ ୧୮ ବର୍ଷ ପୂରଣ କଲେ ବିପାଶା, ସୋସିଆଲ ମିଡିଆରେ ସେୟାର କଲେ ଏହି ଇମୋସନାଲ ନୋଟ

ମୁମ୍ବାଇ: ବଲିଉଡ ବ୍ଲାକ ବିୟୁଟି ବୋଲାଉଥିବା ଅଭିନେତ୍ରୀ ବିପାଶା ବସୁ ନିଜ ଫିଲ୍ମ କ୍ୟାରିୟରରେ ପୂରଣ କରୁଛନ୍ତି ୧୮ ବର୍ଷ । ୨୦୦୧ ମସିହା ସେପ୍ଟେମ୍ବର ୨୧ରେ ବିପାଶାଙ୍କ ପ୍ରଥମ ଫିଲ୍ମ 'ଅଜନବୀ' ରିଲିଜ୍‌ ହୋଇଥିଲା । ଏଥିରେ ତାଙ୍କର ଅଭିନୟକୁ ଦର୍ଶକ ଖୁବ୍‌ ପସନ୍ଦ କରିଥିଲେ । ବଲିଉଡ୍‌ରେ…

ପାଲା ଜଗତର ଖ୍ୟାତନାମା ଗାୟକ: ଘନଶ୍ୟାମ ନାୟକ

ଭୁବନେଶ୍ୱର: ପାଲା ଜଗତରେ ଜଣେ ପ୍ରସିଦ୍ଧ ନର୍ତକ ଗାୟକ ଭାବେ ପରିଚିତ ଘନଶ୍ୟାମ ନାୟକ । ପାଲାରେ ଦକ୍ଷିଣୀ, ପଡି, ଆଠତାଳି, ନଦିଆ କୀର୍ତନ, ମନ୍ଦିରା ବାଦନ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିବାରେ ବେଶ ସିଦ୍ଧହସ୍ତ ଥିଲେ ଗାୟକ ଭୂଷଣ ଘନଶ୍ୟାମ ନାୟକ । ଏହି ପ୍ରଖ୍ୟାତ ପାଲା ଗାୟକ ୧୯୧୧…

‘ଡ୍ୟାନ୍ସ ଦିୱାନେ’ ଫାଇନାଲରେ ଓଡିଆ ପୁଅ ଓମ୍

ଭୁବନେଶ୍ୱର: କଲର୍ସ ଟିଭି ଚ୍ୟାନେଲରେ ପ୍ରସାରିତ ଡ୍ୟାନ୍ସ ଭିତ୍ତିକ ରିଆଲିଟି ଶୋ’ ‘ଡ୍ୟାନ୍ସ ଦିୱାନେ’ ସିଜନ-୨ର ଫାଇନାଲରେ ପ୍ରବେଶ କରିଛନ୍ତି ଓଡିଆ ପୁଅ ଓମ୍ ଶୁଭମ୍ ମହାପାତ୍ର । ଫାଇନାଲରେ ପ୍ରବେଶ କରିବା ସହିତ ବାରିପଦାର ଏହି ଓଡିଆ ପୁଅ ଜଣକ ମାତ୍ର ୧୦ ବର୍ଷ ବୟସରେ ନିଜର ଜବରଦସ୍ତ…

ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତିମ ଟି-୨୦, କ୍ଲିନସୁଇପ୍‌ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ

ବେଙ୍ଗାଲୁରୁ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ରବିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ । ବିରାଟ୍‌ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଏହି ମ୍ୟାଚ୍‌ ଜିତି ସିରିଜକୁ ୨-୦ରେ ହାତେଇବାକୁ ପ୍ରୟାସ କରିବ ।…

ଅଜସ୍ର ଫୁଲର ଉପତ୍ୟକା

ଅଜସ୍ର ଫୁଲର ଉପତ୍ୟକା ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ - କଥା ଦିଅ, ମୁଁ ସଂସାର ଛାଡ଼ି ଗଲାପରେ ଯେମିତି କହୁଛି ସେମିତି କରିବ । ଟିକେ ବି ଏପଟ ସେପଟ ହବନାହିଁ । ବାବାଙ୍କ କଥା ଶୁଣି ମୁଁ ଓ ପତ୍ନୀ ଅର୍ଚ୍ଚନା ସ୍ତବଧ ହେଇଗଲୁ । ଲାଗିଲା ଯେମିତି ହଠାତ ବହୁ ଉଚ୍ଚା ଶିଖରରୁ ଖସି ପଡ଼ୁଛୁ କୋଉ ଅତଳତଳ…

ଡ୍ରଗ୍ସ ମାଫିଆ ରାଜା ଘରେ ଏସଟିଏଫ୍ ଟିମର ଚଢାଉ

ବାଲେଶ୍ୱର: କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାକ୍ସ ଫୋର୍ସ ରବିବାର ଦିନ ବାଲେଶ୍ୱର ସ୍ଥିତ ଅରଡ ବଜାରର ଗଳାପୋଲରେ ଥିବା ଡ୍ରଗ୍ସ ମାଫିଆ ଶେଖ୍ ରାଜାର ଘର ଉପରେ ଚଢାଉ କରିଛି । ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଏସଟିଏଫର ଏହି ୫ ଜଣିଆ ଟିମ ସକାଳ ପ୍ରାୟ ସାଢେ ୧୦ ଟା ବେଳେ ରାଜା ଘରେ ଚଢାଉ…

ଆକାଶ ଛୁଇଁଲା ପିଆଜ ଦର !

ଭୁବନେଶ୍ୱର: ଗରିବର ପଖାଳ କଂସାକୁ ମାଡ଼ । ପିଆଜ ଭଳି ଅତ୍ୟାବଶ୍ୟକୀୟ ପରିବା ଚଢ଼ାଦରରେ ବିକ୍ରି ହେଉଛି । କଟକ, ଭୁବନେଶ୍ୱର ସହ ସାରା ରାଜ୍ୟରେ ପିଆଜ ଦର ୫୦ ଛୁଇଁଲାଣି । କେବଳ ଗରିବ ନୁହଁନ୍ତି, ସବୁ ବର୍ଗର ଗ୍ରାହକ ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଆଗକୁ ପିଆଜ ଦର ଆହୁରି ବଢ଼ିବା ନେଇ…

କୁଆଖାଇ ନଦୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରର ଉପକଣ୍ଠରେ ଥିବା କୁଆଖାଇ ନଦୀରୁ ରବିବାର ଦିନ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ବାଲିଅନ୍ତା ଅନ୍ତର୍ଗତ ବାଙ୍କୁଆଳ ନିକଟରେ ଜଣେ ଯୁବକଙ୍କର ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ବାସିନ୍ଦା ଦେଖିବାକୁ ପାଇଥିଲେ । ପରେ ଏନେଇ…

ଓସ୍କାର୍ ଲାଗି ଭାରତ ପକ୍ଷରୁ ମନୋନୀତ ହେଲା ‘ଗଲି ବୟ’

ମୁମ୍ବାଇ: ବଲିଉଡ଼ର ଚୁଲବୁଲୀ ନାୟିକା ଆଲିୟା ଭଟ୍ଟ ଓ ଷ୍ଟାଇଲିସ୍ ଆକ୍ଟର୍ ରଣବୀର ସିଂହଙ୍କ ଅଭିନୀତ ‘ଗଲି ବୟ’କୁ ଭାରତ ପକ୍ଷରୁ ୯୨ତମ ଓସ୍କାର ପୁରସ୍କାର ଲାଗି ମନୋନୀତ କରାଯାଇଛି। ଓସ୍କାରରେ ସର୍ବଶ୍ରେଷ୍ଠ ଇଣ୍ଟରନ୍ୟାସନାଲ୍ ଫିଚର ଫିଲ୍ମ ବର୍ଗରେ ଏହି ଫିଲ୍ମକୁ ଭାରତ ପକ୍ଷରୁ ଚୟନ…

ହଷ୍ଟନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଆଜି ‘ହାଓଡ଼ି ମୋଦୀ’ କାର୍ଯ୍ୟକ୍ରମ

ହଷ୍ଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ହଷ୍ଟନ ସହରରେ ବହୁ ଚର୍ଚ୍ଚିତ ‘ହାଓଡ଼ି ମୋଦୀ’ କାର୍ଯ୍ୟକ୍ରମରେ ଯୋଗ ଦେବାଲାଗି ହଷ୍ଟନ ସହରରେ ପହଞ୍ଚିଛନ୍ତି । Sources: Objective of the meeting was to deepen the energy cooperation of the two…