ବିଜେପୁର ଉପ-ନିର୍ବାଚନ ଆଗାମୀ ଅକ୍ଟୋବର ୨୧ରେ: ନିର୍ବାଚନ କମିଶନ
ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ବିଜେପୁର ଉପନିର୍ବାଚନ ଲାଗି ତାରିଖ ଘୋଷଣା ହୋଇଛି । ଭାରତୀୟ ନିର୍ବାଚନ କମିଶନ ଶନିବାର ଦିନ ଅନେକ ରାଜ୍ୟ ସମେତ ଓଡ଼ିଶାର ବିଜେପୁର ବିଧାନସଭା ଉପନିର୍ବାଚନର ତାରିଖ ଘୋଷଣା ମଧ୍ୟ କରିଛନ୍ତି । ଆସନ୍ତା ଅକ୍ଟୋବର ୨୧ ତାରିଖରେ ବରଗଡ଼ ଜିଲ୍ଲା ବିଜେପୁର ଉପନିର୍ବାଚନ…