Latest Odisha News

BREAKING NEWS

Yearly Archives

2019

ଜାଣନ୍ତୁ, ‘ଟମାଟୋ’ର ଚମତ୍କାରୀ ଉପକାରିତା ବିଷୟରେ

ଭୁବନେଶ୍ୱର: ଭାରତୀୟ ବ୍ୟଞ୍ଜନରେ ଟମାଟୋର ରହିଛି ଏକ ସ୍ୱତନ୍ତ୍ର ସ୍ଥାନ । ଟମାଟୋ ବିନା ସାଲାଡ, ସୁପ, ତରକାରୀ, ଆଚାର, ଚଟଣୀ, କ୍ୟାଚଅପ୍‌ ଇତ୍ୟାଦି କରିବା ସତେ ଯେପରି ଅସମ୍ଭବ। ଖାଲି ପାଟି ସୁଆଦିଆ ନୁହେଁ ଏହାର ଅନେକ ଗୁଣକାରୀ ତତ୍ତ୍ୱ ମଧ୍ୟ ରହିଛି, ଯାହା ରୋଗକୁ ଦୂର କରିବାରେ ସହାୟକ…

ଜାମିନ ନାମଞ୍ଜୁର ହେବା ପରେ ବିଚାର ବିଭାଗୀୟ ହାଜତରେ ଆଶୀର୍ବାଦ ବେହେରା

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ତାଙ୍କର କଟକ ବାସଭବନରୁ ଗିରଫ କରିବାର ଘଣ୍ଟାକ ପରେ ରିମାଣ୍ଡରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି । ସିବିଆଇର ଏକ ଟିମ୍ ଶ୍ରୀ ବେହେରା ଏବଂ ହୋଟେଲ୍ ସୋଲାନ ଇନ୍ ର ମାଲିକ…

ପ୍ରାୟ ୨୩୦୦ ଟଙ୍କା କମିଛି ସୁନାଦର !

ନୂଆଦିଲ୍ଲୀ: ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ସୁନାରୂପା ଦର କ୍ରମାଗତ ଭାବେ ବୃଦ୍ଧିପାଇବାରେ ଲାଗିଥିବା ବେଳେ କିଛିଦିନ ହେବ ଦର ଲଗାଦାର ହ୍ରାସ ହେଉଛି । ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ରୂପା କିଲୋ ୫୦ ହଜାର ଟଙ୍କା ଅତିକ୍ରମ କରିଥିବା ବେଳେ ସୁନା ୧୦ ଗ୍ରାମକୁ ୪୦ ହଜାର ଟଙ୍କା…

ସୁଲଭ ମୂଲ୍ୟରେ ଦୁର୍ଲଭ ପୁସ୍ତକ : ଜ୍ଞାନମଣ୍ଡଳ

ଭୁବନେଶ୍ୱର: ଓଡ଼ିଆ ଭାଷାର ସର୍ବବୃହତ ଓ ସର୍ବପ୍ରଥମ ବିଶ୍ୱକୋଷ (ଏନ୍‍ସାଇକ୍ଲୋପିଡ଼ିଆ) ‘ଜ୍ଞାନମଣ୍ଡଳ’ର ସଂପୂର୍ଣ୍ଣ ପେପରବ୍ୟାକ୍‍ ସଂସ୍କରଣ ଏବେ ଉପଲବ୍ଧ । ଦୀର୍ଘ ଦିନର ପ୍ରତୀକ୍ଷା ପରେ ଦଶଟି ଖଣ୍ଡରେ ପ୍ରକାଶିତ ‘ଜ୍ଞାନମଣ୍ଡଳ’ ଏବେ ସ୍କୁଲ, କଲେଜ୍‍ ତଥା ବ୍ୟକ୍ତିଗତ ଲାଇବ୍ରେରୀ ପାଇଁ…

ଜେଲରେ ହେବ ରେଡିଓ ଷ୍ଟେସନ, କଏଦୀ ହେବେ ଆରଜେ !

ଭୁବନେଶ୍ୱର: ଏବେ ଜେଲରେ ସଜା କାଟୁଥିବା କଏଦୀମାନେ ହେବେ ଆରଜେ ଆଉ କହିବେ ନିଜ ମନର କଥା । ଶୁଣିବାକୁ ଟିକେ ଅଜବ ଲାଗୁଥିଲେ ବି ଏହା ସତ । ଏଭଳି ଏକ ଅଭିନବ ପରିକଳ୍ପନା କରିଛନ୍ତି କାରାଗାର ଡିଜି ସତ୍ୟଜିତ ମହାନ୍ତି । ଜନସାଧାରଣକୁ ଏହି ପରିକଳ୍ପନା ବଲିଉଡ ଫିଲ୍ମ ‘ସଞ୍ଜୁ’ର କାହାଣୀ ପରି…

ଆଇଫା ଆଓ୍ଵାର୍ଡ ୨୦୧୯: ଶ୍ରେଷ୍ଠ ଅଭିନେତା ରଣବୀର ସିଂ ଓ ଶ୍ରେଷ୍ଠ ଅଭିନେତ୍ରୀ ଆଲିଆ ଭଟ୍ଟ

ମୁମ୍ବାଇ: ଚଳଚ୍ଚିତ୍ର ଦୁନିଆର ସବୁଠାରୁ ସମ୍ମାନ ଜନକ ପୁରସ୍କାର ଇଣ୍ଟରନ୍ୟାସନାଲ୍ ଇଣ୍ଡିଆନ୍ ଫିଲ୍ମ ଏକାଡେମୀ(ଆଇଫା) ବୁଧବାର ଏହାର ୨୦ ବର୍ଷ ପୂର୍ତ୍ତି ଉତ୍ସବ ମଧ୍ୟ ପାଳନ କରିଛି। ଏଥିରେ ବଲିଉଡର ସମସ୍ତ ସେଲେବ୍ରିଟିଙ୍କୁ ଷ୍ଟାଇଲିସ୍ ଓ ଫ୍ୟାଶନେବଲ୍ ଲୁକରେ ଦେଖିବାକୁ ମିଳିଥିଲା। ତେବେ…

ଆଫଗାନିସ୍ତାନର ଡାକ୍ତରଖାନାରେ ବିସ୍ଫୋରଣ, ୨୦ ମୃତ

କାବୁଲ: ଆଫଗାନିସ୍ତାନର କ୍ୱାଲତଠାରେ ଥିବା ଏକ ଡାକ୍ତରଖାନା ବାହାରେ ଗୁରୁବାର ଦିନ ଏକ ଶକ୍ତିଶାଳୀ ସୁଇସାଇଡ ବମ ଟ୍ରକ ବିସ୍ଫୋରଣ ହୋଇଛି । ଏଥିରେ ୨୦ ଜଣ ପ୍ରାଣ ହରାଇଥିବା ବେଳେ ୯୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନା ଅନୁସାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ…

ଖୁସିଖବର: ‘ଅନ୍ତର୍ଜାତୀୟ ଶିଶୁ ଶାନ୍ତି ପୁରସ୍କାର’ ଲାଗି ମନୋନୀତ ହୋଇଛନ୍ତି ଏହି ଓଡ଼ିଆ ଝିଅ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ କୁନି ଝିଅକୁ ମିଳିବ ୨୦୧୯ ମସିହା ଲାଗି ‘ଅନ୍ତର୍ଜାତୀୟ ଶିଶୁ ଶାନ୍ତି ପୁରସ୍କାର’ । ଜିଲ୍ଲାର ଜଣେ ୧୩ ବର୍ଷିୟା ବାଳିକା ଏହି ପୁରସ୍କାର ପାଇବାକୁ ମନୋନୀତ ହୋଥିଥିବା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ପଟ୍ଟନାୟକ ଟ୍ୱିଟ୍ କରି ଜଣାଇଛନ୍ତି । ଜିଲ୍ଲାର…

ପରଦାକୁ ଆସିଲା ସତ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ର ‘ଛବିରାଣୀ

ଭୁବନେଶ୍ୱର: ରିଲିଜ୍ ହେଲା ବହୁପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଛବିରାଣୀ’। ଓଡ଼ିଶାର ୩୬ଟି ସିନେମା ହଲରେ ଗୁରୁବାର ରିଲିଜ୍ ହୋଇଥିବା ଏହି  ସିନେମାଟି ଅଶି ଦଶକର ଲୋମଟାଙ୍କୁରା ସତ୍ୟଘଟଣା ଛବିରାଣୀ ହତ୍ୟାକାଣ୍ଡ ଉପରେ ଆଧାରିତ । ଏହାର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଓଲିଉଡର ଆଗଧାଡ଼ିର…