Latest Odisha News

BREAKING NEWS

Yearly Archives

2019

ରାଜଧାନୀରୁ ୧ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଭରତପୁର ମାଛ ମାର୍କେଟରେ ଖଣ୍ଡଗିରି ପୋଲିସ ବୁଧବାର ଦିନ ଚଢାଉ କରି ପ୍ରାୟ ୧୦ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କା ହେବ । ଗିରଫ ଅଭିଯୁକ୍ତ…

ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ ସୁଦ୍ଧା ସରିବ ଚୂଡାନ୍ତ ଶୁଣାଣି

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଶୁଣାଣି ମାସେ ମଧ୍ୟରେ ଶେଷ କରିବାକୁ ସୁପ୍ରିମକୋର୍ଟ ବୁଧବାର ଦିନ ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ମଧ୍ୟ ଏହି ସମୟ ସୀମା ଭିତରେ ଯଦି ସବୁ ପକ୍ଷ ଚାହାଁନ୍ତି,…

ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ସେବା ଲାଗି କେନ୍ଦ୍ର ବେସାମରିକ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର

ଭୁବନେଶ୍ୱର: ଦୁବାଇରେ ରହୁଥିବା ଓଡିଆଙ୍କ ଯାତାୟତ ତଥା ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସଂଯୋଗ ସ୍ଥାପନ କରିବା ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଧର୍ମେନ୍ଦ୍ର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ଲେଖି…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

ଦିଲ୍ଲୀରେ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ନୂଆଦିଲ୍ଲୀରେ କେନ୍ଦ୍ର ସହ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ରାଜ୍ୟର ବାକିଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ଆଜି ସକାଳ ୯ଟା ବେଳେ ଦିଲ୍ଲୀ…

ଲର୍ଣ୍ଣିଂ ଲାଇସେନ୍ସ ପାଇଁ ଆଜିଠୁ ଭୁବନେଶ୍ୱରରେ ଖୋଲିବ ୩ କ୍ୟାମ୍ପ

ଭୁବନେଶ୍ୱର: ଜନସାଧାରଣଙ୍କୁ ଲର୍ଣ୍ଣିଂ ଲାଇସେନ୍ସ ପ୍ରଦାନ କରିବା ଲାଗି ଭୁବନେଶ୍ୱରରେ ୩ଟି କ୍ୟାମ୍ପ ଅଫିସ୍ ଖୋଲିବ ପରିବହନ ବିଭାଗ । କଳ୍ପନା ଛକସ୍ଥିତ ବିଏମସି ଅଫିସ, ସହିଦ ନଗରସ୍ଥିତ ବିଏମସି ୱାର୍ଡ ଏବଂ ନାଲକୋ ଛକସ୍ଥିତ ବିଏମସି ଜୋନାଲ ଅଫିସରେ ଏହି ସବୁ କ୍ୟାମ୍ପ ଅଫିସ୍ ଖୋଲାଯାଇଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୮-୦୯-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ତା ୧୮ ରିଖ ବୁଧବାର କନ୍ୟା ୨ ଦିନ ଅଶ୍ବିନ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-:…

୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ୨୨ ହଜାର ସରକାରୀ ଚାକିରିଆ: ମନ୍ତ୍ରୀ

ଭୁବନେଶ୍ୱର: କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ଅନ୍ତର୍ଗତ ପ୍ରାୟ ୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କୁ ଓଡିଶା ସରକାର ଚିହ୍ନଟ କରିଥିବା ନେଇ ମଙ୍ଗଳବାର ଦିନ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ସାହୁ କହିଛନ୍ତି,…

ରାଜ୍ୟସ୍ତରୀୟ ପାଲା ମହୋତ୍ସବ: ପାଲାର ଅଭିବୃଦ୍ଧି ଓ ସଂରକ୍ଷଣ ନେଇ ଆଲୋଚନା

ଢେଙ୍କାନାଳ: ‘ଶ୍ରୀଜଗନ୍ନାଥ ପାଲା ଗବେଷଣା ପ୍ରତିଷ୍ଠାନ’ ପକ୍ଷରୁ ଢେଙ୍କାନାଳ ବାଲିମୀସ୍ଥିତ ଫାର୍ କାର୍ଯ୍ୟାଳୟ ପରିସରରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ପାଲା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନବ୍ୟାପୀ ଶନିବାର ଓ ରବିବାରରେ ଅନୁଷ୍ଠିତ ଏହି ପାଲା-ମହୋତ୍ସବରେ ରାଜ୍ୟର ବରିଷ୍ଠ ପାଲା…

୮ମାସ ସାମୟିକ ଭାବେ ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ସାମୟିକ ଭାବେ ୮ମାସ ଧରି ବନ୍ଦ ରହିବ । ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନାନୁଯାୟୀ, ସ୍ଥାନୀୟ ବିମାନବନ୍ଦରର ରନୱେ ଶୋଚନୀୟ ଅବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଏହାର ମରାମତି କାର୍ଯ୍ୟ କରାଯିବାର ନିଶ୍ଚିତ ଆବଶ୍ୟକତା ରହିଛି ।…