ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…