ଶୀତଦିନିଆ କଅଁଳ ଖରାର ଉପକାରିତା ସମ୍ପର୍କରେ ଜାଣନ୍ତୁ
ଭୁବନେଶ୍ୱର: ଶୀତଦିନରେ ସକାଳୁ ସକାଳୁ ଉଠି କଁଅଳ ଖରାରେ ବସିବାକୁ ସମସ୍ତଙ୍କୁ ଭଲ ଲାଗେ । ତେବେ ଶରୀରକୁ ଭଲ ଲାଗୁଥିବା ଏହି ଅଭ୍ୟାସ ଯେ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ ।
ଶିତଦିନିଆ ସକାଳିଆ ନରମ ଖରା ଆମ ଦେହକୁ ସ୍ପର୍ଶ କଲେ ଦେହରେ…