ପି ଚିଦାମ୍ବରମ୍ ଓ କାର୍ତ୍ତିଙ୍କୁ ମିଳିଲା ଆଗୁଆ ଜାମିନ୍
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ୍ ଏବଂ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କୁ ସିବିଆଇର ଏକ ସ୍ୱତନ୍ତ୍ର ଅଦାଲତ ଏୟାରସେଲ୍ ମ୍ୟାକ୍ସିସ୍ ମାମଲାରେ ଆଗୁଆ ଜାମିନ୍ ପ୍ରଦାନ କରିଛନ୍ତି ।
ଆଜି ସିବିଆଇର ସ୍ୱତନ୍ତ୍ର ଅଦାଲତ ଏହି…