Latest Odisha News
Yearly Archives

2019

‘ଗୁରୁ ଦିବସ’ ଅବସରରେ ଶୁଭେଚ୍ଛା ଜଣାଇଲେ ମୋଦୀ ଓ ନବୀନ

ଭୁବନେଶ୍ୱର : ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଆମ ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ । ଏହିଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକି୍ରଷ୍ଣନ । https://twitter.com/Naveen_Odisha/status/1169458933452328961?s=08…

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୯ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ,…

ମଠ ଭାଙ୍ଗିବା ବନ୍ଦ କରିବା ନେଇ ସୁପ୍ରିମକୋର୍ଟଙ୍କୁ ଚିଠି ଲେଖିଲେ ମହନ୍ତ…

ପୁରୀ/ଭୁବନେଶ୍ୱର: ପୁରୀ ଜିଲ୍ଲା ପ୍ରଶାସନ ଜାରି ରଖିଛନ୍ତି ବଡ଼ଦାଣ୍ଡରେ ଉଚ୍ଛେଦ ପ୍ରକ୍ରିୟା । ପ୍ରଶାସନ ଏବଂ ୧୫ ଜଣିଆ ପ୍ରତିନିଧି କମିଟି ମଧ୍ୟରେ ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ବୈଠକ ଫଳପ୍ରଦ ନ’ହେବା ଫଳରେ ଉଚ୍ଛେଦ ପ୍ରକ୍ରିୟା ସ୍ଥଗିତ ରଖିବାକୁ ପୁରୀରେ ଥିବା ବିଭିନ୍ନ ମହନ୍ତମାନେ…

ରୁଷରେ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ, ଗୁରୁତ୍ୱପୂର୍ଣ୍ଣ ରାଜିନାମା ଓ ବୁଝାମଣା ହେଲା…

ମସ୍କୋ: ରୁଷିଆର ଭ୍ଲାଡ଼ିଭୋଷ୍ଟକଠାରେ ରୁଷ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ କେତେକ ଗୁରୁତ୍ୱପୂର୍ଣ୍ଣ ରାଜିନାମା ଏବଂ ବୁଝାମଣା ସ୍ୱାକ୍ଷରିତ ହୋଇଛି । #WATCH live from Vladivostok, Russia: PM Narendra Modi…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୫-୦୯-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ତା ୦୫ ରିଖ ଗୁରୁବାର ବାର ସିଂହ ୨୦ ଦିନ ଭାଦ୍ରବ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର: ତୁଳା ଓ କୁମ୍ଭ…

ବିଜେଡ଼ିର ନୂଆ ‘ମିଡ଼ିଆ ଟିମ୍’ ଘୋଷଣା କଲେ ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଏକ ୩୧ ଜଣିଆ ପରିବର୍ଦ୍ଧିତ ମିଡ଼ିଆ ଟିମ୍ ଘୋଷଣା କରିଛନ୍ତି । ରାଜ୍ୟସଭା ସାଂସଦ ତଥା ବରିଷ୍ଠ ବିଜେଡ଼ି ନେତା ସସ୍ମିତ ପାତ୍ରଙ୍କୁ ଏହି ମିଡ଼ିଆ ଟିମର କୋଅର୍ଡ଼ିନେଟର୍ ଭାବେ ନିଯୁକ୍ତ ହୋଇଥିବା ବେଳେ…

ପ୍ରବଳ ବର୍ଷା ଯୋଗୁଁ ୬ ତାରିଖରେ ‘କୋଣାର୍କ ଏକ୍ସପ୍ରେସ’ ଚଳାଚଳ ବାତିଲ୍

ଭୁବନେଶ୍ୱର: ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ (ଟ୍ରେନ ନଂ - ୧୧୦୨୦)କୁ ଆସନ୍ତା ୬ ତାରିଖ ଦିନ ଚଳାଚଳ ବାତିଲ କରାଯାଇଛି ବୋଲି ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ସୂଚନା ମିଳିଛି । ମୁମ୍ବାଇ ଡ଼ିଭିଜନରେ ପ୍ରବଳ ବୃଷ୍ଟିପାତ ଯୋଗୁଁ ରେଳ ଚଳାଚଳ ବ୍ୟାହତ ହୋଇଛି । ମୁମ୍ବାଇରୁ ଛାଡୁଥିବା…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା, କେଉଁ ୯ଟି ଜିଲ୍ଲାରେ ବର୍ଷିବ ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାନେଇ ସୂଚନା ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶାର ନିକଟବର୍ତ୍ତୀ…

ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନ ପି.ଭି ସିନ୍ଧୁଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଦିନ ନୂଆଦିଲ୍ଲୀ ଠାରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳୀ ତଥା ବିଶ୍ୱ ବିଜୟିନୀ ପି.ଭି ସିନ୍ଧୁ ଏବଂ ତାଙ୍କ ପିତା ପି.ଭି ରମଣଙ୍କ ସହ ସାକ୍ଷାତ୍ କରି ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ପି.ଭି ସିନ୍ଧୁଙ୍କୁ…

ପ୍ରତିଦିନ ଖାଆନ୍ତୁ ଗୁଜୁରାତି, ଦୁରେଇ ରହିବ ଏହିସବୁ ସମସ୍ୟା

ଭୁବନେଶ୍ୱର: ପ୍ରାୟତଃ ସମସ୍ତଙ୍କ ରୋଷେଇ ଘରେ ରହିଥାଏ ଗୁଜୁରାତି। କେତେବେଳେ ଏହାକୁ ଚା ବନାଇବାରେ ତ କେତେବେଳେ ତରକାରୀରେ ବ୍ୟବହାର କରାଯାଇଥାଏ । ବେଳେବେଳେ ଏହାକୁ ମାଉଥଫ୍ରେସନର ଭାବେ ମଧ୍ୟ ବ୍ୟବହାର କରାଯାଇଥାଏ। ତେବେ କଣ ଆପଣ ଜାଣନ୍ତି, ରାତିରେ ଶୋଇବା ପୂର୍ବରୁ ଗୁଜୁରାତି ଖାଇବା…