ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ କିଡ଼ନୀ ରୋଗରେ ଆକ୍ରାନ୍ତ
ନୂଆଦିଲ୍ଲୀ: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡ଼ି ନେତା ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ଖରାପ ଆଡ଼କୁ ଗତି କରୁଥିବା ସୂଚନା ମିଳିଛି । ସେ କିଡ଼ନୀ ରୋଗରେ ଆକ୍ରାନ୍ତ ହୋଇପଡ଼ିଥିବା ଜଣାପଡ଼ିଛି ।
ମିଳିଥିବା ସୂଚନାନୁଯାୟୀ, ଲାଲୁଙ୍କ କିଡ଼ନୀ ଏବେ ଖରାପ ଅବସ୍ଥାରେ…