ରେଳବାଇ ସୁରକ୍ଷାବଳ ଦ୍ୱାରା ଦୁଇଟି ବଡ ସଫଳତା
ଭୁବନେଶ୍ୱର: ଦୁଇଟି ପୃଥକ ଘଟଣାରେ ପୂର୍ବତଟ ରେଳପଥ ରେଳବାଇ ସୁରକ୍ଷାବଳ ଟ୍ରେନରେ ଚୋରାଚାଲାଣ କରାଯାଉଥିବା ୫୫୦ ଟି ପାରାଙ୍କୁ ବଲାଙ୍ଗୀର ଷ୍ଟେସନ ରୁ ଉଦ୍ଧାର କରିବା ସହିତ ଢେଙ୍କାନାଳ ଅଞ୍ଚଳରୁ ଗଞ୍ଜେଈ ଚୋରାଚାଲାଣ କରୁଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି I
ବଲାଙ୍ଗୀର ଷ୍ଟେସନ ଠାରେ…