ଭୋପାଲୀ ମଟନ
ଘରେ ପ୍ରସ୍ତୁତ କରନ୍ତୁ ଭୋପାଲୀ ମଟନ । ଜାଣି ରଖନ୍ତୁ ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ ।
ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୩ଟି
ତେଜପତ୍ର – ୩ଟି
ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳ
ଲୁଣ – ଆବଶ୍ୟକ…