ସଡକ ଦୁର୍ଘଟଣାରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳଙ୍କ ମୃତ୍ୟୁ
ବୌଦ୍ଧ: ବୌଦ୍ଧ ଜିଲ୍ଲା ଚାରିଛକ ନିକଟ କଲରାପଠରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳଙ୍କ ଶୋଚନୀୟ ମୃତ୍ୟୁ ହୋଇଛି ।
ମୃତ ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀ ବୋଲି ଜଣାପଡିଛି ।
ପ୍ରାପ୍ତ ସୂଚନାନୁଯାୟୀ ତାଙ୍କ ସରକାରୀ ଗାଡି ୫୭ନଂ ଜାତୀୟ ରାଜପଥ…