Latest Odisha News

BREAKING NEWS

Yearly Archives

2019

ବିଦାୟ ୨୦୧୯: ବିବାଦୀୟ ସାବରିମାଳା ମନ୍ଦିର ଓ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

କେରଳ: ୨୦୧୮ ମସିହା ସେପ୍ଟେମ୍ବର ୨୮ ତାରିଖରେ ସୁପ୍ରିମକୋର୍ଟ କେରଳର ବହୁ ଚର୍ଚ୍ଚିତ ସାବରୀମାଳା ମନ୍ଦିରକୁ ମହିଳାଙ୍କ ପ୍ରବେଶକୁ ନେଇଥିବା ବିବାଦର ଅନ୍ତ ଘଟାଇଥିଲେ । ଏହି ବିବାଦ ୨୦୧୯ ମସିହାର ସବୁଠୁ ବିବାଦୀୟ ଓ ଚର୍ଚ୍ଚିତ ଘଟଣାବଳୀ ମଧ୍ୟରୁ ଅନ୍ୟତମ। ଜାଣନ୍ତୁ, କେବେଠୁ ଆରମ୍ଭ…

ବିଦାୟ ୨୦୧୯: ଚନ୍ଦ୍ରଯାନ କେତେ ସଫଳ ?

ନୂଆଦିଲ୍ଲୀ: ୨୦୧୯ ମସିହାର ସବୁଠୁ ଚର୍ଚ୍ଚିତ ଘଟଣାବଳୀ ମଧ୍ୟରେ ରହିଥିଲା ଭାରତର ଚନ୍ଦ୍ରମିଶନ। ଭାରତର ନିଜସ୍ୱ ଜ୍ଞାନକୌଶଳରେ ନିର୍ମିତ ଚନ୍ଦ୍ରଯାନ-୨ ପୃଥିବୀ ଛାଡି ଚନ୍ଦ୍ରପୃଷ୍ଠରେ ପାଦଥାପିବା ଓ ଇତିହାସ ସୃଷ୍ଟି କରିବା ନେଇ ସେସମୟରେ ଜୋରଦାର୍ ଚର୍ଚ୍ଚା ହୋଇଥିଲା । କିନ୍ତୁ ଏଯାବତ୍…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୦-୧୨-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା୨୦ ରିଖ ଶୁକ୍ରବାର ଧନୁ ୦୫ ଦିନ ପୌଷ ମାସା କୃଷ୍ଣ ପକ୍ଷ ନବମୀ ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର ଘାତ ବାର-: ବିଛା…

ନୂଆଦିଲ୍ଲୀରେ ଓଡିଶା ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମକୁ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଜାତୀୟ ମହିଳା ଦୃଷ୍ଟିହୀନ ଟି-ଟ୍ୱେଂଟି କ୍ରିକେଟ୍ ପ୍ରତିଯୋଗୀତାର ଫାଇନାଲରେ ବିଜୟ ହାସଲ କରିବା ଅବସରରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମକୁ ନୂଆଦିଲ୍ଲୀସ୍ଥିତ ବସଭବନରେ ସାକ୍ଷାତ୍ କରି ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି…

ବିଶ୍ୱର ୨୬ତମ ସବୁଠୁ ବଡ଼ ବ୍ୟାଙ୍କ ହେଲା ଏଚଡିଏଫସି; ଏମ-କ୍ୟାପ ୧୦୦ ଆରବ ଡଲାର ଟପିଲା !

ନୂଆଦିଲ୍ଲୀ: ଘରୋଇ ବ୍ୟାଙ୍କ କ୍ଷେତ୍ରରେ ଦେଶର ସବୁଠୁ ବଡ଼ ବ୍ୟାଙ୍କ ଏଚଡିଏଫସି ବିଶ୍ୱର ୨୬ତମ ସବୁଠୁ ବଡ଼ ବ୍ୟାଙ୍କ ହୋଇଗଲା | ଗୁରୁବାରକୁ ବ୍ୟାଙ୍କର ମାର୍କେଟ କ୍ୟାପ (ବଜାର ପୁଞ୍ଜିକରଣ) ୧୦୦ ଆରବ ଡଲାର ରୁ ଉର୍ଦ୍ଧ୍ବ ରେ ପହଂଚି ଯାଇଛି | ବ୍ୟାଙ୍କ ଏଥିସହ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଓ…

ସୋଆରେ ‘ଆତିଥ୍ୟ’ ଉପରେ ଅନ୍ତର୍ଜାତୀୟ କର୍ମଶାଳା ଆୟୋଜିତ

ଭୁବନେଶ୍ୱର: ପର୍ଯ୍ୟଟନ କ୍ଷେତ୍ରରେ ପ୍ରଭୁତ ବିକାଶ ଦ୍ୱାରା ହିଁ ମରିସସର ଅର୍ଥନୈତିକ ଉନ୍ନତି ସମ୍ଭବ ହୋଇପାରିଛି ଓ ଭାରତରେ ମଧ୍ୟ ଏହା ସମ୍ଭବ ବୋଲି ବୁଧବାର ମରିସସର ରାଷ୍ଟ୍ରଦୂତ ଜଗଧିଶ୍ୱର ଗୋବର୍ଦ୍ଧନ କହିଛନ୍ତି । ଶିକ୍ଷା ଓ ଅନସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ଅଧିନସ୍ଥ…

ଅଦାଲତରେ ଖାରଜ ହେଲା ନିର୍ଭୟା ଦୋଷୀ ପବନଙ୍କ ଯାଚିକା; ଖୁବଶିଘ୍ର ପାଇବେ ଫାଶୀ !

ନୂଆଦିଲ୍ଲୀ: ସମସ୍ତ ନୃଶଂସତାକୁ ଟପିଯାଇଥିବା ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ପାଶୀଦଣ୍ଡରେ ଦଣ୍ଡିତ ହୋଇଥିବା ଅନ୍ୟତମ ଅଭିଯୁକ୍ତ ପବନ କୁମାର ଗୁପ୍ତାଙ୍କ ଏକ ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି । ବହୁଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଘଟଣା ୨୦୧୨…

ସ୍ୱାସ୍ଥ୍ୟ ପାଇଁ ହିତକର ସୁପ୍

ଭୁବନେଶ୍ୱର: ପାଟିକୁ ସୁଆଦିଆ ଲାଗୁଥିବା ସମସ୍ତ ଖାଦ୍ୟ ଦେହ ପାଇଁ ଖରାପ ତାହା ଭାବିବା ଭୁଲ । ସେହିଭଳି ପାଟି ସୁଆଦିଆ ଓ ଶରୀର ପାଇଁ ହିତକରକ ହେଉଛି ସୁପ୍ । ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରରେ ମଧ୍ୟ ବିଭିନ୍ନ ପ୍ରକାରର ସୁପ୍ ବିକ୍ରି ହୋଇଥାଏ। କିନ୍ତୁ ବଜାରରେ ବିକ୍ରି ହେଉଥିବା…

ଓଡ଼ିଶାର ସମସ୍ତ ଚାଷୀଙ୍କ ଡାଟାବେସ୍ ଆସନ୍ତା ଏପ୍ରିଲ୍ ସୁଦ୍ଧା ପ୍ରସ୍ତୁତ ହେବ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କୃଷି ବିଭାଗ ୫ଟି ଅଧିନକୁ ଆସିବାର ଏକ ସପ୍ତାହ ପରେ କୃଷି ସମ୍ପର୍କୀତ ଟାର୍ଗେଟ୍ ଧାର୍ଯ୍ୟ କରାଯାଇଛି । ଆସନ୍ତା ବର୍ଷ ଏପ୍ରିଲ୍ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଚାଷୀମାନଙ୍କ ଡାଟାବେସ୍ ପ୍ରସ୍ତୁତ କରିବାକୁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ‘ମୋ ସରକାର’…

ଖାଲି ପେଟରେ ଖାଆନ୍ତୁ ଖଜୁରୀ, ମିଳିବ ଏହିସବୁ ଫାଇଦା…

ଭୁବନେଶ୍ୱର: ଖାଳି ପେଟରେ ଖଜୁରୀ ଖାଇବା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ ବୋଲି ଏକ ଗବେଷଣାରୁ ପ୍ରମାଣ ହୋଇଛି । ଖାଲି ପେଟରେ ନିୟମିତ ଖଜୁରୀ ଖାଇବା ଦ୍ୱାରା ଚମତ୍କାରୀ ଲାଭ ମିଳିଥାଏ । ଖଜୁରୀରେ ପର୍ଯ୍ୟାପ୍ତ ପରିମାଣରେ ପୋଟାସିୟମ ରହିଛି। ଏହା ଉଚ୍ଚ ରକ୍ତ ଚାପକୁ ନିୟନ୍ତ୍ରଣ କରି…