ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…