ଏସିଆ ଅଣ୍ଡର୍-୨୦ ମହିଳା ରଗବୀ ସ୍କ୍ୱାଡରେ ସ୍ଥାନ ପାଇଲେ ଓଡିଶାର ୫ ଖେଳାଳୀ
ଭୁବନେଶ୍ୱର: ଲାଓସ୍ ଭିଏଣ୍ଟିନେଠାରେ ଅନୁଷ୍ଠିତ ହେବାକୁ ଥିବା ଏସିଆ ରଗବୀ ଅଣ୍ଡର୍-୨୦ ମହିଳା ପ୍ରତିଯୋଗିତା ଲାଗି ଭାରତୀୟ ମହିଳା ଟିମରେ ଓଡିଶାରୁ ପ୍ରାୟ ୫ଜଣ ଖେଳାଳୀ ସ୍ଥାନ ପାଇଛନ୍ତି ।
ଏହି ୭ ଦିନିଆ ଶୃଙ୍ଖଳା ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ।
ଭାରତୀୟ ବାଳିକା ଦଳରେ…