ରେଳବାଇ ସୁରକ୍ଷା ବଳ ପକ୍ଷରୁ ଯାତ୍ରୀ ମାନଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନଂ
ଭୁବନେଶ୍ୱର: ରେଳଯାତ୍ରୀ ଓ ରେଳ ବ୍ୟବହାରକାରୀ ମାନଙ୍କ ସଚେତନତା ପାଇଁ ରେଳବାଇ ଷ୍ଟାଡିୟମ ଠାରେ ପୂର୍ବତଟ ରେଳପଥ ରେଳବାଇ ସୁରକ୍ଷା ବଳ (ଆରପିଏଫ) ପକ୍ଷରୁ ସ୍ୱତନ୍ତ୍ର ସଚେତନତା ଓ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଅଛି।
ଯେଉଁଥିରେ ହେଲ୍ପ ଲାଇନ ନମ୍ବର-୧୮୨ ସହିତ ସ୍ୱତନ୍ତ୍ର ଅସ୍ତ୍ରଶସ୍ତ୍ର ଓ…