ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ ଓ…