ଘଡଘଡି ସହ ବର୍ଷା ଆଶଙ୍କା: ୧୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି…