Latest Odisha News

BREAKING NEWS

Yearly Archives

2019

କିମ୍ବଦନ୍ତୀରେ ଶ୍ରୀକ୍ଷେତ୍ର, ଶ୍ରୀମନ୍ଦିର ଓ ଶ୍ରୀଜଗନ୍ନାଥ

ଶ୍ରୀଜଗନ୍ନାଥ - ଯେଉଁ ନାମଟିକୁ ଉଚ୍ଚାରଣ କଲେ ହିଁ ପ୍ରତ୍ୟେକ ପ୍ରାଣ ସ୍ପନ୍ଦନ ସ୍ୱତଃ ଉଦ୍ବେଳିତ ହୋଇଉଠେ । ଜୟ ଜଗନ୍ନାଥ - ଏହି ନାମଟିକୁ ମନନ କରିବା ମାତ୍ରେ ହିଁ ଭକ୍ତର ହୃଦୟ ତନ୍ତ୍ରୀ ଅପୂର୍ବ ଭକ୍ତି ଭାବନାରେ ମନ୍ତ୍ରମୁଗ୍ଧ ହୋଇଉଠେ । ସେହି ଦାରୁବ୍ରହ୍ମ ରୂପୀ ନିଳାଚଳ ନିବାସୀ ମହାପ୍ରଭୁ…

୪୦୦ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ ଖେଳି ନୂଆ ରେକର୍ଡ଼ କଲେ କପ୍ତାନ କୋହଲୀ !

ବିଶାଖାପାଟଣା: ବିରାଟ କୋହଲି ୪୦୦ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ ଖେଳିବାର ଗୌରବ ଅର୍ଜନ କରିଛନ୍ତି । ସେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ଅବସରରେ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଏହି ମ୍ୟାଚ ବିଶାଖପଟମନରେ ଖେଳାଯାଉଛି । କୋହଲି ୮ମ ଭାରତୀୟ ଏବଂ ବିଶ୍ୱରେ ୩୩ତମ ଖେଳାଳି ଭାବେ ୪୦୦…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ପାସହେଲା ମହାଭିଯୋଗ ପ୍ରସ୍ତାବ

ୱାସିଂଟନ୍: ଅନେକ ବାକବିତର୍କ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ହାଉସ୍ ଅଫ୍ ରିପ୍ରେଜେଣ୍ଟିଭରେ ମହାଭିଯୋଗ ପ୍ରସ୍ତାବ ପାସ୍ ହୋଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1207480278697926657?s=19…

ନବୋଦୟ ଓ କେନ୍ଦ୍ରୀୟ ବିଦ୍ୟାଳୟରେ ଓବିସିଙ୍କୁ ମିଳିବ ସଂରକ୍ଷଣ !

ଭୁବନେଶ୍ୱର/ନୂଆଦିଲ୍ଲୀ: କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହାର ନବୋଦୟ ବିଦ୍ୟାଳୟରେ ପ୍ରବେଶ ଲାଗି ଓବିସି ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଯିବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗଣମାଧ୍ୟମ ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ ଏନେଇ ଏକ ପ୍ରସ୍ତାବକୁ କେନ୍ଦ୍ରର…

ଦୁର୍ଦ୍ଦଶ ଓପନର୍ ରୋହିତ ଶର୍ମା: ସେହ୍ୱାଗ-ଗାଙ୍ଗୁଲିଙ୍କ କେଉଁ ରେକର୍ଡ଼ର ସମକକ୍ଷ ହେଲେ ଜାଣନ୍ତୁ…

ବିଶାଖାପାଟଣା: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ମ୍ୟାଚରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଦିନିକିଆ କ୍ୟାରିୟରର ୨୮ତମ ଶତକ ହାସଲ କରିଛନ୍ତି । ଦିନିକିଆରେ ସର୍ବାଧିକ ଶତକ ହାସଲ କରିଥିବା ଭାରତୀୟ ଖେଳାଳିଙ୍କ ମଧ୍ୟରେ ସେ ତୃତୀୟ ଓ ଓଭରାଲ ଚତୁର୍ଥ ସ୍ଥାନରେ ରହିଛନ୍ତି । ସେ ଦକ୍ଷିଣ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଭିଜିଲାନ୍ସ ଜାଲରେ ଆଇଟିଡିଏ ସହକାରୀ ଯନ୍ତ୍ରୀ

ବାରିପଦା: ବାରିପଦାର ଆଇଟିଡିଏ ସହକାରୀ ଯନ୍ତ୍ରୀ ଦୁର୍ଗା ମାଧବ ମିଶ୍ରଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସୂଚନା ଅନୁଯାୟୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଉଭୟ ଘର ଓ କାର୍ଯ୍ୟାଳୟରେ ଚଢାଉ…

ବିନା ହେଲମେଟରେ ଗାଡି ଚାଳନା; ତଣ୍ଡ ଗଣିଲେ ଏହି ଓଡିଆ ଅଭିନେତା

ଭୁବନେଶ୍ୱର: ନୂଆ ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଗତ ବୁଧବାର ଦିନ ବିନା ହେଲମେଟରେ ଗାଡି ଚଳାଇ ପ୍ରାୟ ୧୦୦୦ଟଙ୍କା ଜୋରିମାନା ଭରିଛନ୍ତି ଓଲିଉଡର ଲୋକପ୍ରିୟ ଅଭିନେତା ବାବୁସାନ୍ ଓରଫ୍ ତନ୍ମୟ ମହାନ୍ତି । ସେ ହେଲମେଟ୍ ନପିନ୍ଧି ଏକୁଟିଆ ବାଇକ୍ ଚଳାଉଥିବା ବେଳେ କଳିଙ୍ଗ ନଗରରେ ଥିବା…

ପିଆଜ ବୋମା…

ଜ୍ୟୋତି ପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ ରାଜ୍ୟରେ ପିଆଜ ଦର ୧୫୦ ଛୁଇଁଲାଣି କେବେଠାରୁ । ରାଜ୍ୟର କେଉଁ ଇଲାକାରେ କେତେ ଦାମରେ ପିଆଜ ବିକ୍ରି ହେଉଛି, କେହି ତାର ହିସାବ ରଖୁ ନାହାନ୍ତି । କୋଉ ଦିନ ୧୨୦ ଟଙ୍କାରେ କିଲେ ପିଆଜ କଥା ଆସୁଛି ତ କୋଉ ଦିନ ୧୬୦ରେ କିଲେ…

ଡିସେମ୍ବର ୨୦ରେ ଟ୍ବିନସିଟିର କେଉଁସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ସେବା; ଜାଣନ୍ତୁ

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତା ଡ଼ିସେମ୍ବର ୨୦  ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି ।…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା୧୯-୧୨-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୯ ରିଖ ଗୁରୁବାର ଧନୁ ୦୪ ଦିନ ପୌଷ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥି ଉତ୍ତରା ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର ଘାତ…