ସ୍ୱାଧୀନତା ଦିବସରେ ୩୯ଜଣ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧୀନତା ଦିବସରେ ରାଜ୍ୟର ୩୯ଜଣ କୃତୀ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରିବେ ।
ନିମ୍ନଲିଖିତ ପୋଲିସ କର୍ମଚାରୀ ମାନଙ୍କୁ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ସ୍ୱାଧୀନତା ଦିବସ ଦିନ ୧୧ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ସମ୍ମାନିତ…