୫ଟି ବନ୍ୟା ପ୍ରପୀଡ଼ିତ ଜିଲ୍ଲାରେ ୭ଦିନିଆ ରିଲିଫ୍ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ଏହି ବନ୍ୟା ପ୍ରପୀଡ଼ିତ ଜିଲ୍ଲାମାନଙ୍କରେ ଆଗାମୀ ୭ଦିନ ଲାଗି ରିଲିଫ୍ ବଣ୍ଟନ ଲାଗି ପ୍ରଶାସନକୁ ନିର୍ଦ୍ଦେଶ…