ପ୍ରବଳ ବର୍ଷାରେ ରେଲୱେ ଟ୍ରାକ୍ କ୍ଷତିଗ୍ରସ୍ତ, ଟ୍ରେନ ବାତିଲ୍
ଭୁବନେଶ୍ୱର: ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପୁଜିଛି । ଏହାର ପ୍ରଭାବରେ ଡାଇକାଲୁ-ଅମ୍ବଦଳାରେ ଥିବା ରେଲୱେ ଟ୍ରାକ୍ ଉପରେ ବନ୍ୟା ଜଳ ପ୍ରବାହିତ ହେବା ଫଳରେ ରେଳ ଟ୍ରାକ୍ ଧୋଇ ହୋଇଯାଇଛି ।
ଏଭଳି ପରିସ୍ଥିତିରେ ରେଳସେବା ବାଧାପ୍ରାପ୍ତ…