ଜମ୍ମୁ-କାଶ୍ମୀରରେ ପୁଣି ମୁତୟନ ହେଲେ ୨୮ ହଜାର ଯବାନ
ଶ୍ରୀନଗର: ଜମ୍ମୁ-କାଶ୍ମୀର ଘାଟିରେ ପାଖାପାଖି ୨୮ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି ।
ମିଳିଥିବା ସୂଚନାନୁଯାୟୀ ଗତକାଲି ଏହି ଯବାନଙ୍କୁ ଅଚାନକ ସହରର ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଥିଲା । ଅନ୍ୟପକ୍ଷରେ ଗୁଇନ୍ଦା ରିପୋର୍ଟ ଅନୁଯାୟୀ କିଛି ବିଦେଶୀ ଆତଙ୍କବାଦୀ ସହରର…