କର୍ତ୍ତବ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହେଲେ ୩ ପୋଲିସ କର୍ମଚାରୀ
ବାଲେଶ୍ଵର: କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗରେ ବାଲେଶ୍ଵର ଏସପି, ଏଏସଆଇ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ବାଲେଶ୍ଵର ଜିଲ୍ଲାରେ କିଛିଦିନ ତଳେ ଏକ ନାବାଳିକା ଅପହରଣ ଘଟିଥିଲା । ଏଥିରେ ସମ୍ପୃକ୍ତ ଅଭିଯୁକ୍ତକୁ ଉତ୍ତରପ୍ରଦେଶରୁ…