Latest Odisha News

BREAKING NEWS

Yearly Archives

2019

ପରାଜୟ ପରେ କ’ଣ କରିବେ ବିଜୟ !

ଭୁବନେଶ୍ୱର: ବହୁଚର୍ଚ୍ଚିତ ପାଟକୁରା ନିର୍ବାଚନ ସରିଯାଇଛି, ମାତ୍ର ଏବେ କ’ଣ ହେବ ବିଜୟ ମହାପାତ୍ରଙ୍କ ରାଜନୈତିକ ଭବିଷ୍ୟତ? ଏହି ପ୍ରବୀଣ ରାଜନେତାଙ୍କ କ୍ୟାରିୟରରେ ଜବନୀକା ପଡ଼ିଯିବ? ନା, ଏହି ଧୂରନ୍ଧର ରାଜନୀତିଜ୍ଞଙ୍କ ପୁନର୍ବାର ଅଭ୍ୟୁଦୟ ଘଟିବ? ପରାଜୟ ପରେ ବିଜୟଙ୍କୁ ନେଇ ଏବେ…

ଦିନ ୧୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଅନୁଗୁଳ, ବୌଦ୍ଧ, ଖୋର୍ଦ୍ଧା, ଭୁବନେଶ୍ୱର,…

ଅନୁଗୁଳରେ ଯୁବକଙ୍କୁ ଏସିଡ୍ ମାଡ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଖନ୍ଦାନାଳୀ ନିକଟରେ ଗତକାଲି ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ କରିଥିବା ନେଇ ଅଭିଯୋଗ ହୋଇଛି । ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନାମ କୁନା ବେହେରା ଏବଂ ସେ ପିପିଲବାହାଳ ଗ୍ରାମର ବାସନ୍ଦ ବୋଲି ଜଣାପଡିଛି । ମିଳିଥିବା…

ଜାଣନ୍ତୁ, ରୂପି ସମସ୍ୟାରୁ କିପରି ପାଇବେ ମୁକ୍ତି…

ଭୁବନେଶ୍ୱର: ବର୍ଷା ହେଉ କି ଖରା ସବୁ ସମୟରେ କେଶ ମୂଳ କୁଣ୍ଡେଇ ହେବା ସାଧାରଣ କଥା । ବେଳେବେଳେ କେଶମୂଳ ଶୁଷ୍କ, ସାମ୍ପ୍ୟୁ, ଖାଦ୍ୟ-ପାନୀୟରେ ଅନିୟମିତତା, କେଶରୁ ଝାଳ ବାହାରିବା, ଜୀବାଣୁ ସଂକ୍ରମଣ ଯୋଗୁଁ କେଶ ମୂଳ କୁଣ୍ଡେଇ ମଧ୍ୟ ହୋଇଥାଏ । ଏଥିରୁ ବର୍ତ୍ତିବା ଲାଗି କିଛି ଘରୋଇ ଟିପ୍ସ୍…

ଭାରତୀୟ ମହିଳା ହକି ଦଳରେ ସାମିଲ୍ ହେଲେ ୨ ଓଡ଼ିଆ ଖେଳାଳି

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ଆସନ୍ତା ଅଗଷ୍ଟ ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବାବେଳେ ‘ହକି ଇଣ୍ଡିଆ’ ପକ୍ଷରୁ ଶୁକ୍ରବାର ଦିନ ଏକ ୧୮ ଜଣିଆ ଭାରତୀୟ ମହିଳା ଦଳ ଘୋଷିତ ହୋଇଛି । ଏହି ଦଳରେ ୨ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି । ନିକଟରେ ଜାପାନଠାରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା୨୭-୦୭-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୨୭ ରିଖ ଶନିବାର କର୍କଟ ୧୧ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଦଶମୀ ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ବୃଷ ସିଂହ କନ୍ୟା ରାଶିର…

ୟେଦିୟୁରାପ୍ପା ଚତୁର୍ଥଥର ଲାଗି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

ବେଙ୍ଗାଲୁରୁ: ବରିଷ୍ଠ ବିଜେପି ନେତା ବି ଏସ୍ ୟେଦିୟୁରାପ୍ପା ଚତୁର୍ଥଥର ଲାଗି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବେଙ୍ଗାଲୁରୁସ୍ଥିତ ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ବଜୁଭାଇ ବାଲ୍ଲା ୟେଦିୟୁରାପ୍ପାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି…

ଚିକେନ ମନଚୁରିଆନ୍‌

ଘରେ ତିଆରି କରନ୍ତୁ ଚିକେନ୍ ମନଚୁରିଆନ୍‌ । ଜାଣି ରଖନ୍ତୁ ପ୍ରସ୍ତୁତି ପ୍ରଣାଳୀ ଆବଶ୍ୟକୀୟ ସାମଗ୍ରୀ: ୧ କିଲୋ ବୋନଲେସ ଚିକେନ, ୧ ବଡ ଚାମଚ ରସୁଣ ପେଷ୍ଟ, ୫-୬ଟି ଲାଲ ଲଙ୍କା, ୧ ଛୋଟ ଚାମଚ କଳାମରୀଚ ପାଉଡର, ୨ ବଡ ଚାମଚ ଟମାଟୋ କ୍ୟାଚଅପ୍‌, ୪ ବଡ ଚାମଚ କର୍ଣ୍ଣଫ୍ଲୋର ପେଷ୍ଟ, ୧ କପ୍‌…

ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଦଳର ଆଉ ଜଣେ ସଦସ୍ୟ ଅମର ପଟ୍ଟନାୟକଙ୍କୁ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ସାଧାରଣ ସମ୍ପାଦକ ଭାବେ…

ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ଅଶ୍ୱିନୀ ମିଶ୍ର

ଭୁବନେଶ୍ୱର: ରାଜ୍ୟ ସରକାର ଶୁକ୍ରବାର ଦିନ ବରିଷ୍ଠ ଓଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ଅଶ୍ୱିନୀ ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଅଶୋକ ନାୟକଙ୍କୁ ସ୍ୱାସ୍ଥ୍ୟ ଓ ପରିବାର…