ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…