Latest Odisha News

BREAKING NEWS

Yearly Archives

2019

ଆସନ୍ତାକାଲିଠୁଁ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ : ରାଜ୍ୟରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୮ ତାରିଖରୁ ଆରମ୍ଭ ହେବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଏନେଇ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ରାୟଗଡାରେ କୁଖ୍ୟାତ ମାଓବାଦୀ ଗିରଫ

ରାୟଗଡ଼ା : ରାୟଗଡ଼ାର ନିୟମଗିରି ପାହାଡରୁ ରବିବାର ଦିନ ଏକ ଦୁର୍ଦ୍ଦାନ୍ତ ମାଓବାଦୀକୁ ଗିରଫ କରିଛି ସ୍ଥାନୀୟ ପୋଲିସ । ଗିରଫ ମାଓବାଦୀ ଜଣକ ସିକୁନୁ ସିକ୍କା (୩୧) ଏବଂ ତାଙ୍କ ଘର ସ୍ଥାନୀୟ ମାୟାବାଲି ଗ୍ରାମ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ କଲ୍ୟାଣସିଂହ ପୋଲିସ ଉକ୍ତ…

ଆଗାମୀ ୩ ଦିନ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଲୋ-ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନି ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେଉଥିବାବେଳେ ଶନିବାର ଦିନ ସେମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…

ପଏଣ୍ଟ ଶୀର୍ଷରେ ଟିମ୍ ଇଣ୍ଡିଆ, ନ୍ୟୁଜିଲାଣ୍ଡକୁ ୯ରେ ଭେଟିବ ସେମିଫାଇନାଲରେ

ଲଣ୍ଡନ: ବିଶ୍ୱକପର ଅନ୍ତିମ ଲିଗମ୍ୟାଚରେ ଶ୍ରୀଲଙ୍କାକୁ ୭ ୱିକେଟରେ ପରାସ୍ତ କରି ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ହାସଲ କରିପାରିଛି ଭାରତ । ଭାରତ କଙ୍ଗାରୁ ଦଳକୁ ପଛରେ ପକାଇ ସମୁଦାୟ ୯ଟି ମ୍ୟାଚରେ ସର୍ବାଧିକ ୭ଟି ବିଜୟ, ଗୋଟିଏ ପରାଜୟ ସହିତ ମୋଟ ୧୫ ପଏଣ୍ଟ ହାସଲ କରିଛି । ଅଷ୍ଟ୍ରେଲିଆ ୯ଟି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା ୦୭-୦୭-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୦୭ ରିଖ ରବିବାର ବାର ମିଥୁନ ୨୩ ଦିନ ଆଷାଢ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ଭୁକ୍ତ ଷଷ୍ଠୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-:…

ଗୀତା ଓ ଶ୍ରୀରାମଚରିତ ମାନସ ପଢୁଥିବାରୁ ମୁସଲମାନ ବ୍ୟକ୍ତିଙ୍କୁ ଆକ୍ରମଣ !

ଆଗ୍ରା: ଗୀତା ଓ ରାମଚାରିତ ମାନସ ପଢ଼ୁବାରୁ ଆଗ୍ରାରେ ଜଣେ ୫୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ଘରେ ପଶି ନିର୍ଘାତ ମାଡ଼ ମରିଛନ୍ତି ଦୁଇ ମୁସଲିମ ଯୁବକ । ଟାଇମସ ଅଫ ଇଣ୍ଡିଆରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ମାଡ ଖାଇଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି ଆଗ୍ରାର ଦିଲସେର । ଆଗ୍ରାସ୍ଥିତ ଏକ…

ରେକର୍ଡ଼ କଲେ ରୋହିତ ଶର୍ମା, ବିଶ୍ୱକପରେ ବିରଳ ୫ଟି ଶତକୀୟ ଇନିଂସ !

ଲଣ୍ଡନ: ଟିମ୍ ଇଣ୍ଡିଆର ଦୁର୍ଦ୍ଦଶ ଓପନର୍ ରୋହିତ ଶର୍ମା ଏକ ପୁଣି ଏକ ଶତକ ଅର୍ଜନ କରି ବିଶ୍ୱକପରେ ଇତିହାସ ରଚିଛନ୍ତି । ରୋହିତ ଶନିବାର ଖେଳାଯାଉଥିବା ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ତାଙ୍କର ୫ମ ଶତକ ହାସଲ କରିଛନ୍ତି । ରୋହିତ ମାତ୍ର ୯୨ଟି ବଲ୍ ଖେଳି ୧୦୨ ରନ ଅର୍ଜନ କରିଛନ୍ତି । ଭାରତ ୩୧…

ଆଇଟିଇଆରରେ ୩ ଦିନିଆ ଫ୍ୟାକଲ୍ଟି ଡେଭଲପମେଣ୍ଟ୍ ପ୍ରୋଗ୍ରାମ ଆରମ୍ଭ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ଅନ୍ତର୍ଗତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ରେ ତିନି ଦିନିଆ ଫ୍ୟାକଲ୍ଟି ଡେଭଲପମେଣ୍ଟ୍ ପ୍ରୋଗ୍ରାମ ଆରମ୍ଭ ହୋଇଛି । ଅଲ୍ ଇଣ୍ଡିଆ କାଉନ୍ସିଲ୍ ଫର୍ ଟେକ୍ନିକାଲ୍ ଏଜୁକେସନ୍…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଦେବଗଡ, କେନ୍ଦ୍ରାପଡା ଓ ଜଗତସିଂହପୁର ଆଦି…