ବିଶ୍ୱକପରୁ ବିଦା ହେଲା ପାକିସ୍ଥାନ
ଲର୍ଡସ : ଚଳିତ ବିଶ୍ୱକପର ସେମିଫାଇନାଲରୁ ବାଦ ପଡ଼ିଲା ପାକିସ୍ଥାନ । ଶୁକ୍ରବାର ଖୋଳାଯାଇଥିବା ଶେଷ ଲିଗ୍ ମ୍ୟାଚ୍ରେ ବାଂଲାଦେଶକୁ ପରାସ୍ତ କରି ସାନ୍ତ୍ୱନା ମୂଳକ ବିଜୟ ହାସଲ କରିଛି ପାକିସ୍ତାନ।
ଉଭୟ ପାକିସ୍ତାନ ଓ ବାଂଲାଦେଶ ଚଳିତ ବିଶ୍ୱକପରେ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛନ୍ତି ।…