Latest Odisha News

BREAKING NEWS

Yearly Archives

2019

ରଥଯାତ୍ରା, ବାହୁଡା ଓ ସୁନାବେଶ ବେଳେ ଆଦାୟ ହେବନି ଟୋଲ୍ ଗେଟ୍ ଫି’

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ବାହୁଡା ଓ ସୁନାବେଶ ବେଳେ ପୁରୀକୁ ଆସିବାକୁ ଥିବା କୌଣସି ଯାନବାହନ ଠାରୁ ଟୋଲ୍ ଗେଟ୍ ଫି’ ଆଦାୟ କରାଯିବ ନାହିଁ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ମୁଖ୍ୟ ପ୍ରଶାସକ…

ରିଲିଜ ହେଲା ଆୟୁଷ୍ମାନ ଖୁରାନାଙ୍କ ‘ଆର୍ଟିକିଲ ୧୫’

ମୁମ୍ବାଇ: ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ 'ଆର୍ଟିକିଲ ୧୫' । ରିଲିଜ ହେବା ମାତ୍ରେ ଏହାକୁ ଭଲ ରେସ୍ପନ୍ସ ମଧ୍ୟ ମିଳିଛି । ଅନୁଭବ ସିହ୍ନା ନିର୍ଦ୍ଦେଶିତ ଏହି ଫିଲ୍ମର କାହାଣୀ ସତ୍ୟ ଘଟଣା ଉପରେ ଆଧାରିତ । ଏହି ଫିଲ୍ମଟି ଆୟୁଷ୍ମାନଙ୍କ କ୍ୟାରିୟରର ଆଉ ଏକ ହିଟ ଫିଲ୍ମ ହେବ ବୋଲି…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଫାଣ୍ଡି ଅଧିକାରୀ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନା ଟାପଢୋଲ ଫାଣ୍ଡି ଅଧିକାରୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଲାଞ୍ଚ ନେଇ ଧରାପଡିଥିବା ପୋଲିସ ବାବୁ ଜଣକ ହେଉଛନ୍ତି ଫାଣ୍ଡି ଏଏସଆଇ ଗଜେନ୍ଦ୍ର ବେହେରା। ପ୍ରାପ୍ତ ସୂଚନାନୁଯାୟୀ ଟାପଢୋଲ ଗ୍ରାମର ଜଗନ୍ନାଥ ବେହେରାଙ୍କ…

ଆଜି ଶ୍ରୀମନ୍ଦିରରେ ଚକବିଜେ ନୀତି, ଶିଘ୍ର ଆରୋଗ୍ୟ ଲାଭ କରିବେ ଶ୍ରୀଜଗନ୍ନାଥ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ମହାପ୍ରଭୁ ଡ଼ାକିଆଣନ୍ତି ଅସୁସ୍ଥତାକୁ ଏବଂ ପୀଡ଼ିତ ହୁଅନ୍ତି ଭୀଷଣ ଜ୍ୱରରେ । ଏହି ଅଣବସର ସମୟରେ ଥାହି ଶ୍ରୀଜୀଉମାନଙ୍କର ହୋଇଥାଏ ଜ୍ୱର ଉପଚାର । ପୂର୍ବରୁ ପଞ୍ଚମୀ ତିଥିରେ ‘ଫୁଲୁରୀ ତେଲ’ ଦ୍ୱାରା ଠାକୁରମାନଙ୍କୁ ବୈଦ୍ୟ ସେବକ…

ଅନୁଗୁଳ: ରାସ୍ତା ତଳକୁ ଓଲଟି ପଡିଲା ବସ୍, ୨୦ ଆହତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ନିକଟରେ ଶୁକ୍ରବାର ଦିନ ଏକ ଯାତ୍ରୀବାହୀ ବସ ରାସ୍ତା ତଳକୁ ଓଲଟି ପଡିବା ଫଳରେ ୨୦ ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ ‘ଦିଲଖୁସ’ ନାମକ ଏହି ଯାତ୍ରୀବାହୀ ବସ ଝାରସୁଗୁଡ଼ାରୁ କଟକ ଅଭିମୁଖେ ଯାଉଥିବାବେଳେ ବଅଁରପାଳ…

କେମିତି ନେବେ ବର୍ଷା ଦିନେ ସ୍ୱାସ୍ଥ୍ୟର ଯତ୍ନ

ଭୁବନେଶ୍ୱର: ଖରାଦିନର ପ୍ରଚଣ୍ଡ ତାତି, ଅସହ୍ୟ ଗରମ ପରେ ମୌସୁମୀର ଆଗମନରେ ଆସ୍ୱସ୍ତି ଅନୁଭୁତ ହୋଇଥାଏ । ତାସହ ବର୍ଷାଦିନିଆ ସଂକ୍ରାମକ ରୋଗ ପାଇଁ ଏହା ଅଧିକ ଚନ୍ତାରେ ପକାଇଥାଏ । ବର୍ଷାଦିନେ ପେଟ ସମସ୍ୟା, ପାଚନ ଆଦି ଭଳିି ବିଭିନ୍ନ ସମସ୍ୟା ଦେଖାଯାଇଥାଏ । ମୌସୁମୀର ମଜା ନେବା ଆଗରୁ ଏହା…

ପୋଲିସ ସୁରକ୍ଷା ଲୋଡିଲେ ଓଡିଶା ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ଖଣି ଓ ମାଇନ୍ସ ବିଭାଗର ଅତିରିକ୍ତ ସଚିବ ବଟକୃଷ୍ଣ ଦେହୁରୀ ଶୁକ୍ରବାର ଦିନ ନିଜ ଜୀବନ ପ୍ରତି ବିପଦ ଦର୍ଶାଇ ପୋଲିସ ଠାରୁ ସୁରକ୍ଷା ଲୋଡିଛନ୍ତି । ଏଥିସହିତ ଗୋଟିଏ ଦିନ ପୂର୍ବରୁ ପାଖାପାଖି ୨ ଜଣ ଦୁର୍ବୃତ୍ତ ତାଙ୍କ ଉପରକୁ ଆକ୍ରମଣ କରିଥିବା ନେଇ…

ଶ୍ରୀଲଙ୍କାର ସେମିଫାଇନାଲ୍ ଆଶା ପୂରଣ କରିପାରିବେ ମାଲିଙ୍ଗା !

ଲଣ୍ଡନ: ବିଶ୍ୱକପରେ ତିଷ୍ଠି ରହିବା ଏବଂ ସେମିଫାଇନାଲ୍ ଆଶା ଉଜ୍ଜିବୀତ କରିବାକୁ ହେଲେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଆଜି ଶ୍ରୀଲଙ୍କାକୁ ଜିତିବାକୁ ପଡ଼ିବ । ବିଶ୍ୱକପ ସେମିଫାଇନାଲରୁ ବାଦ୍ ପଡ଼ି ସାରିଥିବା ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ସେମିଫାଇନାଲ୍ ଯିବା ଆଶା ରଖିଛି ଶ୍ରୀଲଙ୍କା ।…

ଜୁଲାଇ ୧ରେ ପ୍ରକାଶ ପାଇବ ଏମବିବିଏସ୍ ଓ ବିଡିଏସ୍ ମେରିଟ୍ ଲିଷ୍ଟ୍

ଭୁବନେଶ୍ୱର : ରାଜ୍ୟରେ ଏମବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମ ଲାଗି ମେରିଟ୍ ଲିଷ୍ଟ୍ ଜୁଲାଇ ୧ ତାରିଖରେ ପ୍ରକାଶ ପାଇବ । ଚଳିତ ବର୍ଷ ଓଡିଶାର ଅନେକ ମେଡିକାଲ କଲେଜରେ ପାଖାପାଖି ୧୨୫୦ ସିଟ୍ ଏବଂ ୨ଟି ବିଡିଏସ୍ କଲେଜରେ ୧୫୦ଟି ସିଟ୍ ଲାଗି ନାମଲେଖା ହେବ । ଚଳିତ ବର୍ଷ ଏମବିବିଏସ୍ ଓ ବିଡିଏସ୍…

ବଡଗାମରେ ସେନା ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର କରାଲପୋରା ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି ।…