ଗାଁ ଓ ଗପ
ଗାଁ ଓ ଗପ
ଜ୍ୟୋତି ପ୍ରକାଶ ମହାପାତ୍ର
ଜେଜେମା ଥିବ । ସଂଜ ନଇଁ ଆସୁଥିବ । ବହଳିଆ ଅନ୍ଧାର ଘୋଡେ଼ଇ ଆଣୁଥିବ ଗାଁକୁ । ନଈ ପଠାରୁ କୁହୁଡ଼ି ରକମ ଧୂଆଁ ଢାଙ୍କି ଦେଉଥିବ । ଆଉ ସେଇଠି ଖଞ୍ଜା ଘର ମଝିରେ ଥିବ ଚୂଲିଟେ । ତିଆରି ଚାଲିଥିବ ଚକୁଳି ଆଉ କେତେ ରକମର ପିଠା । ଜେଜେମା ପଣତ ଭିତରେ ପଶି…