Latest Odisha News
Yearly Archives

2019

ଯଦି କେବେ ନାରୀ ହୋଇଯିବି

ଯଦି କେବେ ନାରୀ ହୋଇଯିବି ରାଜେଂଦ୍ର କିଶୋର ପଂଡା ସୁନା ଖଡ଼ିକାରେ ଲହୁଣୀ ଲାଗିବ ମନରେ ଅୟୁତ ଡେଣା ସବୁ ଫୁଲ ସବୁ ଫେଣାରୁ ଠୁଳେଇ ଓଠୁ ହୃଦୁ ମହୁକଣା ମୟୂର ପୁଚ୍ଛର ବେହରଣ ନେବି ସରୁ ମୃଣାଳର କାଚ ଛୁଇଁ ଛୁଇଁ ସବୁ ଜୀଆଁଇ ଜୀଆଁଇ ହେଉଥିବି ନାଚନାଚ ଦୂରୁ ବହୁଦୂରୁ ଅଜଣା ଶିଖର…

ଆଜିଠୁ +୩ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ରେ ନାମଲେଖା ପ୍ରକ୍ରିୟା ସୋମବାର ଦିନ ଠାରୁ ଆରମ୍ଭ ହୋଇଛି । ଆଜି ଦିନ ୧୧ଟା ପରେ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡିଛି । WWW.samsodisha.gov.in ରେ ଆଡମିଶନ୍ ଫର୍ମ ଉପଲବ୍ଧ । ଛାତ୍ରଛାତ୍ରୀମାନେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

 ତା ୨୪-୦୬-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୨୪ ରିଖ ସୋମବାର ମିଥୁନ ୧୦ ଦିନ ଆଷାଢ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-:…

ମହିଳା ଏଫଆଇଏଚ ସିରିଜ: ଜାପାନକୁ ୩-୧ ଗୋଲରେ ପରାସ୍ତ କରି ଭାରତ ଚମ୍ପିଆନ

ହିରୋସିମା: ଜାପାନର ହିରୋସିମାଠାରେ ଅନୁଷ୍ଠିତ ହେଉଥିବା ମହିଳା ଏଫଆଇଏଚ ସିରିଜ ଫାଇନାଲ୍ସରେ ଭାରତୀୟ ଦଳ ୩-୧ ଗୋଲରେ ଜାପାନକୁ ପରାସ୍ତ କରି ଭାରତ ଚମ୍ପିଆନ ଆଖ୍ୟା ଅର୍ଜନ କରିଛି । ଘରୋଇ ଜାପାନୀ ଦର୍ଶକଙ୍କ ସମ୍ମୁଖରେ ଭାରତୀୟ ମହିଳା ହକି ଦଳ ଉନ୍ନତ ଖେଳ ପ୍ରଦର୍ଶନ କରିଛି । ଭାରତୀୟ ଦଳ…

ଓଡ଼ିଆ ସୁଟର୍ ଶ୍ରୀୟଙ୍କା ପୁଣି ଜିତିଲେ ସ୍ୱର୍ଣ୍ଣ

ଭୁବନେଶ୍ୱର: ଓଡ଼ିଶାର ମହିଳା ଅନ୍ତର୍ଜାତୀୟ ସୁଟର୍ ଶ୍ରୀୟଙ୍କା ଷଡ଼ଙ୍ଗୀ ନୂଆଦିଲ୍ଲୀଠାରେ ଚାଲିଥିବା ସୁରେନ୍ଦ୍ର ସିଂହ ମେମୋରିଆଲ ସୁଟିଂ ଚାମ୍ପିୟନସିପରେ ଏକ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେ ସିନିୟର ବ୍ୟକ୍ତିଗତ ବିଭାଗର ୧୦ ମିଟର୍ ରାଇଫଲ୍ ବିଭାଗରେ ଏହି ସଫଳତା ହାସଲ କରିପାରିଛନ୍ତି ।…

ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱ: ଧର୍ମେନ୍ଦ୍ର କହିଲେ “ଗଣତନ୍ତ୍ରରେ ବୁଝାମଣାର ଆବଶ୍ୟକତା ରହିଛି”

ଭୁବନେଶ୍ୱର: ରାଜ୍ୟସଭା ଉପ ନିର୍ବାଚନ ଲାଗି ପୂର୍ବତନ ପ୍ରଶାସକ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ନେଇ ଏବେ ରାଜନୈତିକ ଆଲୋଚନା ପ୍ରଶମିତ ହୋଇନଥିବା ବେଳେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏସମ୍ପର୍କରେ ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି । ବରିଷ୍ଠ ବିଜେପି…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଅନୁଗୁଳ, ସୋନପୁର, ବୌଦ୍ଧ,…

ପାଲା ଜଗତର ଜାଜ୍ଜ୍ୱଲମାନ ପ୍ରତିଭା: ଗାୟକ ଅଞ୍ଜନ ନାରାୟଣ ଲେଙ୍କା

ଭୁବନେଶ୍ୱର: ଅତି ସରଳ, ଅତି ସ୍ପଷ୍ଟ ତାଙ୍କ ଭାଷା । ଭାଷାର କ୍ଳିଷ୍ଟତା, ଅନାବଶ୍ୟକ ଆଲୋଚନା ନଥାଏ ତାଙ୍କ ପାଲାରେ । ସାଧାରଣ ଗ୍ରାମୀଣ ମହିଳାଙ୍କଠାରୁ ବିଜ୍ଞ, ପଣ୍ଡିତଙ୍କ ପର‌୍ୟ୍ୟନ୍ତ ସମସ୍ତେ ଆଗ୍ରହର ସହିତ ଶୁଣନ୍ତି ତାଙ୍କ ପାଲା । ବର୍ତ୍ତମାନ ଯେଉଁକେତେ ଜଣ ଗାୟକ ପୂରାତନ ପାଲା…

ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ଫ୍ଲାଇଟର ଜରୁରୀ ଅବତରଣ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନକୁ ଜରୁରୀ ଅବତରଣ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ହାଇଦ୍ରାବାଦରୁ ଗୌହାଟୀ ଅଭିମୁଖେ ଯାଉଥିବା ଏହି ଇଣ୍ଡିଗୋ ବିମାନ (୬ର୪୬୨)ରେ ଯାତ୍ରା କରୁଥିବା ଜଣେ ବ୍ୟକ୍ତି…

ସୋପିଆନରେ ସେନା ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ରବିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୪ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ୍ ଜିଲ୍ଲାର କିଗମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ…