ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବ ଭୁବନେଶ୍ୱର ଏମ୍ସ
ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ ଯୋଜନା ଅନ୍ତର୍ଗତ ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନଥିବା ରୋଗୀଙ୍କୁ ଉନ୍ନତ ମାନର ସେବା ଯୋଗାଇ ଦେବା ପାଇଁ ଭୁବନେଶ୍ୱର ସ୍ଥିତ ଏମ୍ସ ସହ ଓଡିଶା ସରକାର ମଙ୍ଗଳବାର ଏମଓୟୁ ଚୁକ୍ତି ସ୍ୱାକ୍ଷର କରିଛନ୍ତି ।
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ସେକ୍ରେଟାରୀ ପ୍ରମୋଦ…