Latest Odisha News

BREAKING NEWS

Yearly Archives

2019

ବାରିପଦାରେ ଚାଞ୍ଚଲ୍ୟ: ଜିଲ୍ଲାପାଳଙ୍କ ଅଫିସକୁ କାନ୍ଧରେ ବୁହାଗଲା ମହିଳାଙ୍କ ମୃତଦେହ

ବାରିପଦା : ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀଙ୍କ ମୃତ୍ୟୁ ଘଟିଥିବା ନେଇ ଶୁକ୍ରବାର ଦିନ ସମ୍ପୃକ୍ତ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏପରିକି ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି ଆନ୍ଦୋଳନ କରିଥିବା ନେଇ…

କେନ୍ଦ୍ରାପଡ଼ା ସାଂସଦ ଅନୁଭବଙ୍କ ବିରୋଧରେ ମହିଳା ସାମ୍ବାଦିକାଙ୍କ ସଙ୍ଗୀନ ଅଭିଯୋଗ

କଟକ: ଜଣେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ନେଇ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାମରେ ପୁରୀଘାଟ ଥାନାରେ ଏକ ମାମଲା ରୁଜୁ ହୋଇଛି । ମହିଳା ସାମ୍ବାଦିକା ଜଣକ ତାଙ୍କର ଅଭିଯୋଗରେ ଉଲ୍ଲେଖ କରିଛନ୍ତି ଯେ, ସାଂସଦ ଅନୁଭବ ମହାନ୍ତିଙ୍କ ଭାଇ ଅନୁପ୍ରାଶ ଦୀର୍ଘ…

ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ଗୃହ ପୁନଃନିର୍ମାଣ ଲାଗି ୭କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଳୟଙ୍କରୀ ବାତ୍ୟା ଫନୀ ପ୍ରଭାବରେ ପୁରୀରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଗୃହ ଗୁଡ଼ିକର ପୁନଃନର୍ମାଣ ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଆଜି ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନାଦିଆଯାଇଛି ଯେ,…

ପ୍ଲାଷ୍ଟିକ ବୋତଲରେ ପାଣି ପିଉଛନ୍ତି, ସାବଧାନ ! ସପ୍ତାହକୁ ୨୦୦୦ଖଣ୍ଡ ପ୍ଲାଷ୍ଟିକ ଟୁକୁଡା ପେଟକୁ ଯାଉଛି

ପ୍ଲାଷ୍ଟିକ ବୋତଲରେ ପାଣି ପିଉଛନ୍ତି, ସାବଧାନ ! ସପ୍ତାହକୁ ୨୦୦୦ଖଣ୍ଡ ପ୍ଲାଷ୍ଟିକ ଟୁକୁଡା ପେଟକୁ ଯାଉଛି ସମ୍ପଦ ମହାପାତ୍ର ଆମ ଚାରିପଟେ ଯୁଆଡେ ଚାହିଁବ ସିଆଡେ ପ୍ଲାଷ୍ଟିକ । କେବଳ ସେତିକି ନୁହେଁ, ଏହା ଆମ ଖାଦ୍ୟ ଶୃଂଖଳ ଭିତରେ ପଶି ସାରିଲାଣି । ଏମତିକି ଅଜାଣତରେ ଖାଦ୍ୟ ସହ ପ୍ରତି…

ଭୁବନେଶ୍ୱରରୁ ଜବତ ହେଲା ବ୍ରାଉନ ସୁଗାର, ମହିଳା ଗିରଫ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ହଳଦିଆପଡା ଅଞ୍ଚଳରୁ କ୍ୱିକ୍ ଆକ୍ସନ ଟିମ୍ (କ୍ୱାଟ୍) ଶୁକ୍ରବାର ଦିନ ପ୍ରାୟ ୧୯ ଗ୍ରାମର ବ୍ରାଉନସୁଗାର ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତିକୁ ନେଇ ଉକ୍ତ ଟିମ୍ ପକ୍ଷରୁ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ମିଳିଥିବା…

ଦୋଳି ଡାକ କଟକଟ

ଦୋଳି ଡାକ କଟକଟ ପାର୍ଥସାରଥୀ ସାମଲ ବରଷକେ ଥରେ ଆସିଛି ରଜ। ଆସିଛି ରଜ ଲୋ ଘେନି ନୂଆ ସଜବାଜ। ଆଜି ପହିଲି ରଜ। ତା ପାଇଁ କେତେ ସଜବାଜ। କି ଉଦ୍ଦୀପନା ! କିନ୍ତୁ ଆଜିର ଏ ରଜ ଦେଖିଲେ ଲାଗୁଛି ନା ସେ ସଜବାଜ ଅଛି ନା ସେ ରଜ। ସଜବାଜ ରଜ ଥିବ ଆଠ ଦିନ କି ମାସେ। ଘରର ଯେତେକ କୁନି କୁନି…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ, ସାୟନ୍ତନ ଓଡିଶାରେ ଟପ୍ପର

ଭୁବନେଶ୍ୱର : ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସ ପରୀକ୍ଷାଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି । ଚଳିତ ବର୍ଷ ଏହି ପରୀକ୍ଷାରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ସର୍ବଭାରତୀୟ ସ୍ତରରେ ସର୍ବାଧିକ ନଂ ରଖି ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

‘ରଜୋ’ ନୁହେଁ ‘ରଜ’, ଗଛ ନାହିଁ ଦୋଳି ଖେଳିବା କେମିତି!

ଭୁବନେଶ୍ୱର : ରଜ ଅବସରରେ ଗାଁ ଠାରୁ ଆରମ୍ଭ କରି ସହର ଯାଏଁ ସବୁଠୁ ଉତ୍ସବର ମାହୋଲ ଲାଗି ରହିଛି । ସୋସିଆଲ ମିଡିଆରେ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି । ଏହି ‘ରଜ’ ଶବ୍ଦକୁ କେହିକେହି ଅଣ ଓଡିଆମାନେ ଅପଭ୍ରଂଶ କରି ‘ରଜୋ’ ବୋଲି ଉଚ୍ଚାରଣ ମଧ୍ୟ କରିଥାନ୍ତି । ଯାହାକୁ ନେଇ ଅନେକ ସମୟରେ…

ଗୁଡ଼ି

ଗୁଡ଼ି ବିଭୂତି ଭୂଷଣ ଖୁଣ୍ଟିଆ ଗୁଡ଼ିର ନା ଥାଏ ପକ୍ଷୀ ନା ଡେଣା ଥାଏ ଖାଲି ଉଡ଼ିବାର ସମ୍ଭାବନା ହେଲେ, ଏକା ଏକା କେବେ ସିଏ ଉଡ଼ିପାରେନା । ତା’ ସହ ଅଭ୍ୟସ୍ତ ନ ହେଲେ ସିଏ ମୁହଁ ମାଡ଼ି ଶୋଇପଡେ଼ କାହାରି କଥା ରଖେନା । ସେ ପସନ୍ଦ କରେନା କୌଣସି ସଂକୀର୍ଣ୍ଣ ଗଳି କି…