ପାରାଦୀପରେ ଜଳିଗଲା ୩ ଦୋକାନ, ବହୁ ସମ୍ପତ୍ତି ନଷ୍ଟ
ପାରାଦୀପ: ପାରାଦୀପ ଅନ୍ତର୍ଗତ ଗେଟ୍ ବଜାର ଅଞ୍ଚଳରେ ଶନିବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୩ଟି ଦୋକନ ଜଳି ଧୂଳିସାତ ହୋଇପଡିଛି ।
ପ୍ରାପ୍ତ ସୂଚନାନୁଯାୟୀ ଆଜି ଭୋରରୁ କୌଣସି କାରଣବଶତଃ ଏହି ବଜାରରେ ଅଚାନକ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡର କାରଣ…