Latest Odisha News

BREAKING NEWS

Yearly Archives

2019

ମୁଁ ହଜି ଯାଇଛି

ମୁଁ ହଜି ଯାଇଛି ପ୍ରତିଭା ପ୍ରିୟଦର୍ଶିନୀ ଖୁବ ଅନ୍ୟମନସ୍କ ସୁରୁଚି । ହାତରେ ତିନି ତିନିଟା ବଡ଼ବଡ଼ ପଲିଥିନ ବ୍ୟାଗ । ଫଳ, ପରିବା ଆଉ କିଛି ନିତିଦିନିଆ ଘରକରଣା ବସ୍ତୁ । ଟାଉନ ବସରେ ବିପରୀତ ଦିଗରେ ଯାଉଥିବା କେହିଜଣେ ତାଙ୍କ ବ୍ୟାଗ ଚେନରେ ୟା ଓଢଣୀଟାକୁ ଟାଣି ନେବାରେ ସେ ମନସ୍କ ହେଲା,…

ପ୍ରକାଶ ପାଇଲା +୨ ବିଜ୍ଞାନ ପରୀକ୍ଷା ଫଳ, ୭୨.୩୩% ଉତ୍ତୀର୍ଣ୍ଣ

ଭୁବନେଶ୍ୱର : ବାର୍ଷିକ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ସୋମବାର ଦିନ ପ୍ରକାଶ ପାଇଛି । ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳାଫଳ ଘୋଷଣା କରିବା ସହିତ ଚଳିତ ବର୍ଷ ମୋଟ୍ ୭୨.୩୩% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା…

ସାଧନାର ସତ୍ୟବାନ

ସାଧନାର ସତ୍ୟବାନ ସମରେନ୍ଦ୍ର ବଳିଆରସିଂହ ଢେର ସମୟ କଟିଥିଲା ସେଦିନ ସାଧନା ପାଖରେ । ତା’ ଜୀବନର ସବୁ ଦୁଃଖ ଆଉ ଯଂତ୍ରଣାକୁ ସେ ଯେମିତି ମୋ ପାଖରେ ଅଜାଡ଼ି ଦେଉଥିଲା । ମୋ ଖୁସି ପାଇଁ ସେ ତା’ ସର୍ବସ୍ୱ ମଧ୍ୟ ଅଜାଡ଼ି ଦେଉଥିଲା । ମୋ ପାଖରେ ତା’ ସର୍ବସ୍ୱର ଯାହା ମୂଲ, ସେଇଥିରୁ ସିଏ ପଠେଇବ…

ପାଟକୁରା ନିର୍ବାଚନ: ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର : କେନ୍ଦ୍ରାପଡା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ଆସନ ଲାଗି ଭାରତ ନିର୍ବାଚନ ଆୟୋଗ (ଇସିଆଇ) ପକ୍ଷରୁ ଆସନ୍ତା ସପ୍ତାହରେ ବିଜ୍ଞପ୍ତି ପ୍ରକାଶ ପାଇବାର ସମ୍ଭାବନା ରହିଛି । ଇସିଆଇ ପାଟକୁରା ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ ଅଧିକାରୀ…

କେନ୍ଦୁଝର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ଭଉଣୀ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ଗ୍ରାମ ନିକଟରେ ସୋମବାର ସକାଳେ ଏକ ଦ୍ରୁତଗାମୀ ଗାଡ଼ି ଧକ୍କାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିବେଦିତା ଦାଶ ଓ ପଙ୍କଜିନୀ ଦାଶ । ସେମାନଙ୍କ ଘର ରାଇସୁଆଁ ଗାଁରେ। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନାନୁଯାୟୀ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ…

ପବିତ୍ର ‘ସାବିତ୍ରୀ ଅମାବାସ୍ୟା’ରେ ଚଳଚଞ୍ଚଳ ଦେବାଳୟ

ଭୁବନେଶ୍ୱର : ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ସାରା ରାଜ୍ୟ । ହିନ୍ଦୁଧର୍ମର ପର୍ବପର୍ବାଣୀ ମଧ୍ୟରୁ ଏହା ଅନ୍ୟତମ । ଓଡିଆ ମାସ ଜ୍ୟେଷ୍ଠ ମାସରେ ପଡୁଥିବା ଅମାବାସ୍ୟାକୁ ସାବିତ୍ରୀ ଅମାବାସ୍ୟା ମଧ୍ୟ କୁହାଯାଏ । ଯାହାକୁ ଆମ ରାଜ୍ୟରେ ସାବିତ୍ରୀ ବ୍ରତ ଭାବେ…

ବିଶ୍ୱକପ କ୍ରିକେଟ: ଦକ୍ଷିଣ ଆଫ୍ରିକାକୁ ୨୧ ରନରେ ପରାସ୍ତ କଲା ବାଂଲାଦେଶ

ଓଭାଲ୍: ୨୦୧୯ ବିଶ୍ୱକପରେ ବାଂଲାଦେଶ କ୍ରିକେଟ ଦଳ ଟୁର୍ଣ୍ଣାମେଣ୍ଟରେ ‘ଡ଼ାର୍କ ହର୍ଷ’ ସାବ୍ୟସ୍ତ ହୋଇଛି । ଦକ୍ଷିଣ ଆଫ୍ରିକା ପରି ଶକ୍ତିଶାଳୀ ଦେଶକୁ ଏହି ବିଶ୍ୱକପର ଏକ ମ୍ୟାଚରେ ବାଂଲାଦେଶ ଦଳ ୨୧ରନରେ ପରାସ୍ତ କରି କ୍ରିକେଟପ୍ରେମୀଙ୍କୁ ଚକିତ କରିଦେଇଛି । ପଡ଼ିଆରେ ଏକ ଚାମ୍ପିୟନ ଟିମ୍ ପରି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୦୩-୦୬-୨୦୧୯ ସୋମବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୩ ରିଖ ସୋମବାର ବୃଷ ୨୦ ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର ମିଥୁନ ରାଶିର ଘାତ ବାର ବିଛା ରାଶି…

ନବୀନ ବିଜେପୁର ଆସନ ଛାଡ଼ିବା ପଛରେ କ’ଣ ରହିଛି କାରଣ, ଜାଣନ୍ତୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ବିଜେପୁର ଆସନଟି ଛାଡ଼ିଦେଇଛନ୍ତି, ଏଥିସହିତ ମଜବୁତ ସ୍ଥିତିରେ ରହିଥିବା ହିଞ୍ଜିଳି ଆସନଟିକୁ ନିଜ ପାଖରେ ରଖିଛନ୍ତି । ନବୀନ ଗୁରୁବାର ଦିନ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଲାଗି ଏକ ୧୩୩୦ କୋଟି ଟଙ୍କାର ଏକ ସ୍ୱତନ୍ତ୍ର…