ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନା ଦାଶଙ୍କ ମରଶରୀର
ଭୁବନେଶ୍ୱର : ଓଡିଶାର ପ୍ରଥମ ମହିଳା ପର୍ବତାରୋହୀ କଳ୍ପନା ଦାଶଙ୍କ ପାର୍ଥୀବ ଶରୀର ଶନିବାର ଦିନ କାଣ୍ଠମାଣ୍ଡୁରୁ ଆସି ରାତି ପ୍ରାୟ ୯ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବ ।
କଳ୍ପନାଙ୍କ ଅନ୍ତିମ ଦର୍ଶନ ନିମନ୍ତେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।…